ସିଂହଦ୍ଵାର ସମ୍ମୁଖରେ ତିନି ରଥ

ପୁରୀ: ମାଉସୀ ଘରେ ୯ ଦିନ ରହିବା ପରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଶନିବାର…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା…

ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲେ ବଳଭଦ୍ର ଓ ଦେବୀ ସୁଭଦ୍ରା, ପୋଡ଼ପିଠା ଖାଇ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାପ୍ରଭୁ

ପୁରୀ: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀଜିଉମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ଆଗି ସିଂହଦ୍ବାରକୁ ଆସୁଛନ୍ତି। ସର୍ବ ପ୍ରଥମେ ପ୍ରଭୁ ବଳଭଦ୍ର ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଏହା ପରେ ଭଉଣୀ ସୁଭଦ୍ରା ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଅଳ୍ପ ସମୟ ମଧ୍ୟରେ…

ବ୍ରାହ୍ମଣୀରେ ବଢୁଛି ଜଳସ୍ତର; ଖୋଲିଲା ମନ୍ଦିରା ଡ୍ୟାମ୍‌ର ୮ ଗେଟ୍‌

ରାଉରକେଲା:ଗତ ସପ୍ତାହେ ଧରି ବ୍ରାହ୍ମଣୀରେ ଜଳସ୍ତର ବଢୁଥିବାରୁ ଶୁକ୍ରବାର ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍‌ରୁ ୮ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୬୭୮.୯୦ ଫୁଟ୍‌ ରହିଛି । ଝାଡ଼ଖଣ୍ଡରେ ଲଗାଣବର୍ଷା କାରଣରୁ ବ୍ରାହ୍ମଣୀର ଜଳସ୍ତର ବଢ଼ୁଥିବାରୁ ତଳିବାସିନ୍ଦାଙ୍କ ଚିନ୍ତା ବଢ଼ିଛି। ଡ୍ୟାମ୍‌…

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ…

UNSCରେ ଭାରତର ସ୍ଥାୟୀ ସଦସ୍ୟତାକୁ ତ୍ରିନିଦାଦ ଓ ଟୋବେଗୋର ସମର୍ଥନ

ନୂଆଦିଲ୍ଲୀ ୫।୭: ଜାତି ସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତର ସ୍ଥାୟୀ ସଦସ୍ୟତାକୁ ଆଉ ଏକ ଦେଶର ସମର୍ଥନ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାତ୍ରା ମଧ୍ୟରେ ତ୍ରିନିଦାଦା ଓ ଟୋବେଗୋ ଏହି ସମର୍ଥନ ଘୋଷଣା କରିଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ଓ…

ଶାବର ଶ୍ରୀକ୍ଷେତ୍ରରେ ରଥ ଟାଣିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କୋରାପୁଟ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଶାବର ଶ୍ରୀକ୍ଷେତ୍ର ରଥଯାତ୍ରାରେ ଶ୍ରୀ ପ୍ରଧାନ ସାମିଲ ହୋଇ ମହାପ୍ରଭୁଙ୍କ ରଥ ଟାଣିଛନ୍ତି। ଓଡ଼ିଶାର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ପ୍ରଥମେ…

ଗେଟ୍‌ରେ ଅପେକ୍ଷା କରିଥିଲା ସୁଟର , ୬ ସେକେଣ୍ଡରେ ହତ୍ୟା ; ସାମ୍ନାକୁ ଆସିଲା ଗୋପାଳ ଖେମକା ମର୍ଡରର ସିସିଟିଭି ଭିଡ଼ିଓ

ପାଟନା : ବିହାରର ବଡ଼ ବ୍ୟବସାୟୀ ତଥା ଉଦ୍ୟୋଗପତି ଗୋପାଳ ଖେମକାଙ୍କର ପାଟନାରେ (ଗାନ୍ଧୀ ମୈଦାନ ଥାନା ଠାରୁ, ପାଖାପାଖି ୫୦୦ ମିଟର ଦୂରତାରେ )ନିଜର ହିଁ ଆପାର୍ଟମେଣ୍ଟ ସାମ୍ନାରେ ହତ୍ୟା ହୋଇଥିଲା। ଏବେ ଏହାର ଏକ ସିସିଟିଭି ଭିଡ଼ିଓ ଆସିଛି…

ଗୁଳିକାଣ୍ଡ ଘଟଣାରେ ଗିରଫ ହେଲେ ୬ ଅଭିଯୁକ୍ତ

ମୟୂରଭଂଜ ଜିଲ୍ଲା ବାଇଗଣ ବାଡିଆ ନିକଟରେ ଯୁବକଙ୍କ ଉପରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ୬ଜଣଙ୍କୁ ଗିରଫ କରିଛି ପୋଲିସ । ସିସିଟିଭି ଫୁଟେଜ ଆଧାରରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି । ଉତରାଂଚଳ ଡିଆଇଜିଙ୍କ ନିର୍ଦ୍ଦେଶରେ ମୟୂରଭଂଜ ପୋଲିସର ସ୍ୱତନ୍ତ୍ର ଦଳ ବିଭିନ୍ନ…

ପୁରୀରେ ବିମାନ ବନ୍ଦର: ଶାସକ-ବିରୋଧୀ ଏକଜୁଟ

ଭୁବନେଶ୍ବର: ପୁରୀରେ ବିମାନ ବନ୍ଦର ହେବା ନେଇ ଶାସକ ଦଳ ଏବଂ ବିରୋଧୀ ଦଳ ଏକଜୁଟ ହୋଇଛନ୍ତି। ଏନେଇ ବିଜେଡ଼ି ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି ପୁରୀରେ ବିମାନ ବନ୍ଦର ହେବା ଅତ୍ୟନ୍ତ ଜରୁରୀ। ବିମାନ ବନ୍ଦର ଲାଗି…