ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା : ୯ରୁ କମିବ
ଭୁବନେଶ୍ୱର,୮।୭: ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ…
