ରେଭେନ୍ସା ଛାତ୍ର ମାନେ ଝାଡାବାନ୍ତିରେ ଆକ୍ରାନ୍ତ : ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଏହା ହଇଜା ନୁହେଁ, ଖାଦ୍ୟ ଯୋଗାଉଥିବା ଭେଣ୍ଡରକୁ ବରଖାସ୍ତ
କଟକ ୧୩।୭: କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନ୍ୟୁ ପିଜି ହଷ୍ଟେଲରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଛାତ୍ର ମାନେ ଏସସିବି ମେଡ଼ିକାଲରେ ଚିକିତ୍ସିତ ହେବା ପରେ ସରକାରଙ୍କ ନିଦ ଭାଙ୍ଗିଲା । ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଖାଦ୍ୟର ମାନ ଯାଞ୍ଚ କରିବା ପାଇଁ ନିୟୋଜିତ ହେଲେ ସାନିଟାରୀ ଇନ୍ସପେକ୍ଟର । ମେଡ଼ିକାଲରେ…
