ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ପବିତ୍ର ଶପଥ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ସୋମବାର ଦିନ ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ 'ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ, ଏହା ଏକ ଶପଥ'। ରାଷ୍ଟ୍ରପତି ମୁର୍ମୁ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସମର୍ପଣ ଏବଂ…
