ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ। ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି…

ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍‌

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍‌ଣ ୪ଟା…

ଶରଧାବାଲି ଦଳାଚକଟାରେ ୩ ଜଣଙ୍କ ମୃତ୍ୟୁ ଘଟଣା : ଚତୁର୍ଥ ପର୍ଯ୍ୟାୟରେ ୪୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ

ପୁରୀ : ରଥଯାତ୍ରା ସମୟରେ ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ୩ ଜଣଙ୍କ ମୃତ୍ୟୁ ପରେ ଏହାକୁ ନେଇ ତଦନ୍ତ ଜାରି ରହିଛି । ଦଳାଚକଟା ଘଟଣାରେ ପୁରୀ ସର୍କିଟ ହାଉସ ଠାରେ ଚତୁର୍ଥ ପର୍ଯ୍ୟାୟ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି…

ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରା ସ୍ଥଗିତ

ଆଜି ପ୍ରବଳ ବର୍ଷା ହେଉଥିବାରୁ ଅମରନାଥ ଯାତ୍ରାକୁ ସ୍ଥଗିତ କରାଯାଇଛି । ପ୍ରବଳ ବର୍ଷା ପାଇଁ ଯାତାୟାତରେ ଅସୁବିଧା ହେବା ସହ ବାଲଥାଲ ଏବଂ ପହଲଗାଓଁରୁ ତୀର୍ଥଯାତ୍ରୀଙ୍କ ଆଗମନକୁ ବର୍ତ୍ତମାନ ପାଇଁ ବନ୍ଦ କରାଯାଇଛି । ସୂଚନା ଅନୁସାରେ ଜମ୍ମୁ ଏବଂ…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ: ସଫଳ ରୂପରେ କାର୍ଯ୍ୟାନ୍ବିତ ପାଇଁ ଆଲୋଚନା

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ‘ମେଟ୍ରୋ ରେଳ ପ୍ରକଳ୍ପ’ ଗମନାଗମନ…

ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର ହୋଇନି : ପୋଲିସ କମିଶନର

ଭୁବନେଶ୍ୱର: ବିଜେଡିର ବିକ୍ଷୋଭକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର । ସେ କହିଛନ୍ତି, ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଡ୍ରୋନ ଓ ଏଆଇ କ୍ୟାମେରା ବ୍ୟବହାର ହୋଇଥିଲା। ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ପକ୍ଷରୁ କମ ବଳ ପ୍ରୟୋଗ କରାଯାଇଛି।…

୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ: ଜୁଲାଇ ୧୨ରୁ ୨୯ କ୍ରିକେଟ

ନୂଆଦିଲ୍ଲୀ: ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା…

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ଯାଏଁ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ…

ବାଲେଶ୍ୱର ଏଫ .ଏମ ଛାତ୍ରୀ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ

ଭୁବନେଶ୍ୱର : ସରକାର ତୁରନ୍ତ ପଦକ୍ଷେପ ନେଇଛନ୍ତି ।  ଆଗରୁ ଆହୁରି କଠୋରରୁ କଠୋର ନିଷ୍ପତ୍ତି ନିଆଯିବ ।  ଘଟଣାରେ ସାମାନ୍ୟତମ ସଂଶ୍ଲିଷ୍ଟ ଥିବା ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ ।  ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେ ଦିଗରେ…

ବଜ୍ରାଘାତରେ ଚାଲିଗଲା ଶାଶୂ ଓ ବୋହୂଙ୍କ ଜୀବନ

କେନ୍ଦୁଝର:କେନ୍ଦୁଝରର ତେଲକୋଇ ଥାନା ବିଞ୍ଜିବାହାଳ ଗାଁରେ ବଜ୍ରାଘାତ । ବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ । ବିଞ୍ଜିବାହାଳ ଗାଁରେ ବଜ୍ରାଘାତରେ ମୃତ୍ୟୁ ହୋଇଥିବା ଦୁଇ ମହିଳା ସଂପର୍କରେ ଶାଶୂ ଓ ବୋହୂ ବୋଲି ଜଣାପଡିଛି । ମୃତକ ହେଲେ ଟେଣ୍ଟ ନାଏକଙ୍କ…