ଶିକ୍ଷାନୁଷ୍ଠାନରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ବିଏଡ୍‌ ଛାତୀଙ୍କୁ ବିବାହର ପ୍ରତିଶ୍ରୁତି ଶାରୀରିକ ସଂପର୍କ ଭଳି ଘଟଣା ପରେ ରାଜ୍ୟ ସରକାର ସତର୍କ ହୋଇ ପ୍ରତିକାର ସ୍ବରୂପ ପଦକ୍ଷେପ…

ଟଲି ମାଗି ଝିଅର ମୃତଦେହକୁ ଡାକ୍ତରଖାନା ନେଲେ ବାପା

ବାଲିଆପାଳ : ପୁଣି  ଥରେ ଶବକୁ ଅସମ୍ମାନ କରାଯାଇଛି। ରଶି ଲଗାଇ ଆତ୍ମହତ୍ୟା କରିଥିବା ଝିଅର ଶବ ବ୍ୟବଚ୍ଛେଦ ପାଇଁ ଟଙ୍କା ନଥିବା ଯୋଗୁଁ ଟଲି ସାହାଯ୍ୟରେ ଘରଠାରୁ ୬ କିଲୋମିଟର ଦୂର ଡାକ୍ତରଖାନାକୁ ନେଇଛି ଗରିବ ଆଦିବାସୀ ବାପା ।…

ହୀରାକୁଦ ଡ୍ୟାମର ପୁଣି ଖୋଲିଲା ୨ଟି ଗେଟ୍‌

ସମ୍ବଲପୁର: ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ୨ଟି ସ୍ଲୁଇସ୍‌ ଗେଟ୍‌ କୁ ଖୋଲିଦିଆଯାଇଛି । ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ…

ଆସନ୍ତା ୨୪ ତାରିଖରେ ରାଜ୍ୟ ସାରା କଂଗ୍ରେସ ପାଳନ କରିବ ଶ୍ରଦ୍ଧାଞ୍ଜଳି ଦିବସ

ଭୁବନେଶ୍ବର:ଖୁବ୍ ଶୀଘ୍ର କଂଗ୍ରେସ ଭବନରେ ଖୋଲିବ ମହିଳା ଅଭିଯୋଗ ପ୍ରକୋଷ୍ଠ। ଏହାଛଡ଼ା ଏକ ସ୍ୱତନ୍ତ୍ର ମହିଳା ସୁରକ୍ଷା ଆପ୍ ବି ଲଞ୍ଚ କରିବ କଂଗ୍ରେସ। ଏହାଛଡ଼ା ଆସନ୍ତା ୨୪ ତାରିଖ ଦିନ ରାଜ୍ୟ ସାରା କଂଗ୍ରେସ ପାଳନ କରିବ ଶ୍ରଦ୍ଧାଞ୍ଜଳି ଦିବସ।…

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା; ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

ଭୁବନେଶ୍ୱର: ସୌମ୍ୟାଶ୍ରୀ ଆତ୍ମାହୂତି ଘଟଣାରେ ତାଙ୍କ ମୃତ୍ୟୁ ପାଇଁ ବ୍ୟବସ୍ଥାଗତ ବିଫଳତାକୁ ଦାୟୀ କରି ଓ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜୁ ଜନତା ଦଳ ତରଫରୁ ବିଭିନ୍ନ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ, ଆସନ୍ତା ଜୁଲାଇ ୨୧ ତାରିଖରେ…

ବନ୍ୟା ଯୋଗୁଁ ଗାଁ ଦାଣ୍ଡରେ ବୁଲୁଛନ୍ତି କୁମ୍ଭୀର

କେନ୍ଦ୍ରାପଡା: ଘରେ ପାଣି, ଗାଁ ଚାରିପଟେ ପାଣି। ବନ୍ୟା ଯୋଗୁଁ କଲବଲ ହେଉଛନ୍ତି ଲୋକେ । ଏପଟେ ଗାଁ ଦାଣ୍ଡରେ ବୁଲୁଛନ୍ତି କୁମ୍ଭୀର। କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ ଦେଖାଦେଇଛି । ବ୍ରାହ୍ମଣୀ ନଦୀ ପାଣି ଗାଁ ଭିତରକୁ…

ଇସ୍ରାଏଲ ଆକ୍ରମଣ ଭୟରେ ସିରିୟା ଛାଡ଼ି ପଳାଇଲେ ରାଷ୍ଟ୍ରପତି ଓ ପ୍ରତିରକ୍ଷା ମନ୍ତ୍ରୀ

ଦମାସ୍କସ୍: ସିରିଆର ରାଷ୍ଟ୍ରପତି ଅହମଦ ଅଲ ଶାରା ଏବଂ ପ୍ରତିରକ୍ଷା ମନ୍ତ୍ରୀ ନିଜ ନିଜ ପରିବାର ସହିତ ରାଜଧାନୀ ଦମାସ୍କସ୍ ଛାଡି ପଳାଇଥିବା ସୂଚନା ମିଳିଛି। ସରକାରୀ ସୂତ୍ରକୁ ଉଦ୍ଧାର କରି ଅଲ ମାୟାଦିନ ଖବରକାଗଜ ଏହି ଦାବି କରିଛି। ଅଲ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର : ପୁଣି ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ୨୩ ତାରିଖରୁ…

ବିହାରକୁ ମିଳିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପହାର, ଭେଟି ଦେଲେ ୭୨୧୭କୋଟିର ପ୍ରକଳ୍ପ

ନୂଆଦିଲ୍ଲୀ: ବିହାରରେ ଆଗକୁ ହେବ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ବିିଭିନ୍ନ ଦଳର ନେତାମାନେ ସେଠାକୁ ଯାଇ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏହି ଧାରାରେ ଶୁକ୍ରବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋତିହାରୀ ଜିଲ୍ଲା ଗସ୍ତ କରିଥିଲେ। ୭୨୧୭ କୋଟି…

ପ୍ରକାଶ ପାଇଲା instant ରେଜଲ୍ଟ , ପାସ ହାର ୯୦.୫୭ %

ଭୁବନେଶ୍ୱର :  ପ୍ରକାଶ ପାଇଲା +୨ ତତ୍କାଳ ପରୀକ୍ଷା ଫଳ । ସମୁଦାୟ ୧୦୦୮ ପରୀକ୍ଷାତ୍ରୀ ପରୀକ୍ଷା ଦେଇଥିବା ବେଳେ ସମୁଦାୟ ୯୧୩ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସମୁଦାୟ ପାସ୍ ହାର ରହିଛି ୯୦.୫୭ % । ଚଲିତ ବର୍ଷ…