ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା, ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଲେ
ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି, ଯାହାଫଳରେ ଦେଶର ରାଜନୈତିକ ମହଲରେ ହଠାତ୍ ଚର୍ଚ୍ଚା ସୃଷ୍ଟି ହୋଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ସମ୍ବିଧାନର…
