July 24, 2025

ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ

ଭୁବନେଶ୍ବର : ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ ମିଳିଛି। ଗୁରୁବାର ଚକ୍‌ମାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ି ଭିଜିଲାନ୍ସ ଦ୍ଵାରା…

ଏସଆଇ ନିଯୁକ୍ତି: ବୟସସୀମା ତିନି ବର୍ଷ କୋହଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ…

୪୮ ଘଣ୍ଟା ପରେ ପୁଣି ଆଇଏଏସ ବଦଳି, ୧୩ ଅଧିକାରୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ବର : ରାଜ୍ୟ ସରକାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ବଦଳି କରିବାର ମାତ୍ର ୪୮ ଘଣ୍ଟା ନ ପୂରୁଣୁ ଗୁରୁବାର ଆଉ ୧୩ ଆଇଏଏସଙ୍କ ବଦଳି କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ ଅନ୍ୟ…

ସମୁଦ୍ରରେ ଵିସର୍ଜିତ ହୋଇପାରିବେ ୬ ଫୁଟରୁ ଅଧିକ ଗଣେଶ ମୂର୍ତ୍ତି: ବମ୍ବେ ହାଇକୋର୍ଟ

ମୁମ୍ବାଇ: ଗଣେଶ ଚତୁର୍ଥୀ ପୂର୍ବରୁ, ବମ୍ବେ ହାଇକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି ଏବଂ ସମୁଦ୍ର ଭଳି ପ୍ରାକୃତିକ ଜଳ ଉତ୍ସରେ ଛଅ ଫୁଟରୁ ଅଧିକ ଉଚ୍ଚ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଅନୁମତି ଦେଇଛନ୍ତି। ସେହି ସମୟରେ, ୬…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ୪୯ ଜଣ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦିଆଯାଇଛି…

ଆମ ସରକାର ଆଦିବାସୀମାନଙ୍କ କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟମାନେ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ମହାସଂଘ ଆଦିବାସୀଙ୍କ ସାମୂହିକ କଲ୍ୟାଣ ପାଇଁ ବିଭିନ୍ନ ପ୍ରସ୍ତାବ…

ବିଏମସି ନିର୍ବାହୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ (ବିଏମସି) ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କୁ ଗୁରୁବାର ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ଜ୍ଞାତ ଆୟ ଉତ୍ସଠାରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗ ହୋଇଥିଲା। ତାଙ୍କୁ ଗୁରୁବାର…

ବ୍ରିଟିଶ ନାଗରିକଙ୍କ ପରିବାରକୁ ଭୁଲ ମୃତଦେହ ହସ୍ତାନ୍ତର କରିବା ଘଟଣାକୁ ଖଣ୍ଡନ କଲେ ସରକାର

ନୂଆଦିଲ୍ଲୀ: ଅହମଦାବାଦ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ବ୍ରିଟିଶ ନାଗରିକଙ୍କ ପରିବାରକୁ ଭୁଲ ମୃତଦେହ ହସ୍ତାନ୍ତର କରାଯାଇଥିବା ନେଇ ବ୍ରିଟିଶ ଗଣମାଧ୍ୟମ ଦାବି କରିଥିଲା। ବ୍ରିଟିଶ ଗଣମାଧ୍ୟମର ଏହି ଦାବିକୁ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପ୍ରତ୍ୟାଖ୍ୟାନ କରି କହିଛି, ‘ଯେ…

ଭାରତ-ବ୍ରିଟେନ୍ ମୁକ୍ତ ବାଣିଜ୍ୟ ଚୁକ୍ତିନାମା

ଲଣ୍ଡନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୁକ୍ତରାଜ୍ୟ ( ବ୍ରିଟେନ) ଗସ୍ତ ସମୟରେ ଗୁରୁବାର ଭାରତ ଏବଂ ଯୁକ୍ତରାଜ୍ୟ ମଧ୍ୟରେ ଏକ ଐତିହାସିକ ମୁକ୍ତ ବାଣିଜ୍ୟ ରାଜିନାମା (ଏଫଟିଏ) ସ୍ୱାକ୍ଷରିତ ହୋଇଛି। ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଗ୍ରାମୀଣ ବାସଭବନ ଲଣ୍ଡନ ନିକଟସ୍ଥ…

କନ୍ନଡ ଅଭିନେତାଙ୍କ ଜାମିନକୁ ନେଇ ହାଇକୋର୍ଟଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ରେଣୁକାସ୍ୱାମୀ ହତ୍ୟା ମାମଲାରେ କନ୍ନଡ ଅଭିନେତା ଦର୍ଶନ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ରେଣୁକାସ୍ୱାମୀଙ୍କୁ ଅପହରଣ କରି ନିର୍ଯାତନା ଦେବାପରେ ହତ୍ୟା କରିବା ଅଭିଯୋଗରେ ଦର୍ଶନଙ୍କୁ ଗତ ବର୍ଷ ଜୁନ୍ ମାସରେ ଗିରଫ…