ଗୋପାଳପୁର ଗଣଦୁଷ୍କର୍ମ: ୫୭୪ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ଗୋପାଳପୁର ଗଣଦୁଷ୍କର୍ମ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ସୋମବାର ଚାର୍ଜଶିଟ୍ ଦାଖଲ କରିଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଅଦାଲତରେ ୫୭୪ ପୃଷ୍ଠାର ଏହି ଚାର୍ଜଶିଟ୍ ଦାଖଲ କରାଯାଇଛି। ସୂଚନାଯୋଗ୍ୟ, ଗତ ଜୁନ ୧୫ ତାରିଖରେ ଯୁବତୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହିତ…
