ରାଜଭବନରେ ନୂଆଁଖାଇ ପାଳିତ: ରାଜ୍ୟବାସୀଙ୍କ ଶୁଭ ମନାସିଲେ ରାଜ୍ୟପାଳ
ଭୁବନେଶ୍ଵର : ରାଜଭବନରେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳିତ ହୋଇଯାଇଛି । ଗୁରୁବାର ପୂର୍ବାହ୍ନରେ ରାଜଭବନର ଅଭିଷେକ ହଲଠାରେ ଅନୁଷ୍ଠିତ ଏହି ପର୍ବରେ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଜୟଶ୍ରୀ କମ୍ଭମପାଟି ଇଷ୍ଟଦେବୀ…
