କମିବ ସରକାର ଓ ଜନତାଙ୍କ ମଧ୍ୟରେ ଦୂରତା, ଲୋକଙ୍କ ଠାରୁ ସିଧାସଳଖ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୌଣସି ସରକାରୀ ଅଫିସରେ ଆପଣଙ୍କୁ ହଇରାଣ କରାଯାଉଛି କି? କୌଣସି ସରକାରୀ ଅଧିକାରୀ ଲାଞ୍ଚ ମାଗୁଛନ୍ତି କି? ଏହାପରେ ପୋଲିସ ଆପଣଙ୍କ ଅଭିଯୋଗ ଶୁଣୁନି କି? ତେବେ ଆଉ ଚିନ୍ତା କରନ୍ତୁନ୍ତି । ଏନେଇ ଆପଣ ଟୋଲ୍ ଫ୍ରି…

ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା, ୪୮ ଘଣ୍ଟା ଭିତରେ ଅଧିକ ହେବ ଶକ୍ତିଶାଳୀ ହେବ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା ।  ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ ।  ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ…

କଟକ ରେଳ ଷ୍ଟେସନରେ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ ଛାତ,ଟ୍ରେନ ଚଳାଚଳ ବାଧାପ୍ରାପ୍ତ

କଟକ : କଟକ ରେଳ ଷ୍ଟେସନରେ ଅଘଟଣ । କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି ଛାତ ।  ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି ।  ଲୋକେ ଜୀବନ ବଞ୍ଚାଇବାକୁ …

୫୦% ଟ୍ରମ୍ପଙ୍କ ଶୁଳ୍କ ଆଜିଠାରୁ ଲାଗୁ, ୧୨ଟି କ୍ଷେତ୍ରରେ ପକାଇବ ସବୁଠାରୁ ବଡ଼ ପ୍ରଭାବ

ଭାରତ ଦ୍ବାରା ରୁଷୀୟ ତୈଳ ଏବଂ ଅସ୍ତ୍ରଶସ୍ତ୍ର କ୍ରୟ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବାରା ଲଗାଯାଇଥିବା ଅତିରିକ୍ତ ୨୫% ଶୁଳ୍କ ଆଜିଠାରୁ କାର୍ଯ୍ୟକାରୀ ହେଉଛି । ଭାରତ ଏବେ ସର୍ବାଧିକ ଆମେରିକା ଶୁଳ୍କ ବହନ କରୁଥିବା ଦୋ ତାଲିକା…

ଆତ୍ମସମର୍ପଣ କଲେ ୮ ନକ୍ସଲ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦୀ କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଆଜି ସକାଳେ ୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଛତିଶଗଡର ବିଜାପୁର ଅଂଚଳର ୮ ଜଣ ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି।…

ପୁରୀ ଏସପି ଭାବେ ଦାୟିତ୍ଵ ଗ୍ରହଣ କଲେ ପ୍ରତୀକ ସିଂହ

ପୁରୀ : ପୁରୀର ନୂତନ ଏସପି ଭାବେ ପ୍ରତୀକ ସିଂହ ଆଜି ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ।  ବିଦାୟୀ ଏସପି ତଥା ଉତ୍ତରାଞ୍ଚଳ ଡିଆଇଜି ହୋଇଥିବା ପିନାକ ମିଶ୍ରଙ୍କ ଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଥିଲେ । ଦାୟିତ୍ବ…

ଫସଲ ଜଗିଥିବା ବେଳେ ଦମ୍ପତିଙ୍କୁ ଦଳି ଦେଲା ହାତୀ

ପଦ୍ମପୁର : ସ୍ୱାମୀ-ସ୍ତ୍ରୀଙ୍କୁ ଦଳିଲା ହାତୀ । ବରଗଡ ଜିଲ୍ଲା ପାଇକମାଲ ଥାନା ଟେମରି ପଂଚାୟତର ଧନ୍ଦୁପାଲି ଗାଁରେ ଅଘଟଣ । ଗତକାଲି ରାତିରେ ଫସଲ ଜଗିବା ପାଇଁ ବାରି ପଛପଟେ ଶୋଇଥିବା ବେଳେ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ହାତୀ ଦଳିଛି। ଫଳରେ…

ମେଡିକାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ

ସୁନ୍ଦରଗଡ଼: ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ । ସୁନ୍ଦରଗଡ଼ ଟାଉନଥାନା ସରକାରୀ ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରେଗୀ । ଆଜି ଡିସଚାର୍ଜ ହୋଇଥାନ୍ତେ । କିନ୍ତୁ ମେଡିକାଲ କଲେଜର ତୃତୀୟ ମହଲାରୁ ଡେଇଁ ଜୀବନ ହାରିଛନ୍ତି। ଏହାର କାରଣ…

ରାଜସ୍ବ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ, ଆଜିଠୁ କାର୍ଯ୍ୟରେ ଯୋଗଦେବେ କର୍ମଚାରୀ

ଭୁବେନଶ୍ବର: ଆନ୍ଦୋଳନ ସ୍ଥଗିତ ରଖିଲା ରାଜସ୍ବ ଅମଲା ସଂଘ । ସରକାରଙ୍କ ପ୍ରତିଶୃତି ପରେ ହଟିଲା ଆନ୍ଦୋଳନ। ୧୫ ଦିନ ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଛି। ଆଜିଠୁ କାର୍ଯ୍ୟରେ ଯୋଗଦେବେ ଅମଲା କର୍ମଚାରୀ । ବନ୍ୟା ସ୍ଥିତି ଓ ପାର୍ବଣକୁ ଦୃଷ୍ଟିରେ…

ରାଜ୍ୟରେ ‘ଆମ ଶାସନ’ ଆରମ୍ଭ ; ଏଣିକି ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ଓ ଅଧିକାରୀ

ଭୁବନେଶ୍ଵର : ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କ ଠାରୁ ମତାମତ ନେବେ ସରକାର। ଜନତାଙ୍କ ନିକଟରେ ସମସ୍ତ ସରକାରୀ ସେବା କିପରି ପହଞ୍ଚିବ ଯୋଜନାର…