ୟୁଟ୍ୟୁବର ନିଖୋଜ; ବାରହା ପଥର ଜଳପ୍ରପାତକୁ ବଣଭୋଜି କରିବାକୁ ଯାଇଥିଲେ
ପୋଲସରା : ବଣଭୋଜି କରିବାକୁ ଯାଇ ୟୁଟ୍ୟୁବର ନିଖୋଜ । ସଂପୃକ୍ତ ୟୁଟ୍ୟୁବ ବ୍ଳଗର ଜଣଙ୍କ ନରେନ୍ଦ୍ର ସାହୁ । ତାଙ୍କ ଘର ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ । ଗଞ୍ଜାମ ଜିଲ୍ଲା ପାତ୍ରପୁରର ବୁରାତାଲ ପଞ୍ଚାୟତ ପର୍ଯ୍ୟଟନ ସ୍ଥଳ ମହେନ୍ଦ୍ରଗିରି…
