ନେପାଳରେ ୨ ସ୍ଵର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ ଦେବୀ ପ୍ରସାଦ

ପୁରୀ: ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ । ନେପାଳରେ ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଓଡ଼ିଆ ତଥା ଶ୍ରୀକ୍ଷେତ୍ରର ପୁଅ ଦେବୀ ପ୍ରସାଦ । ଏସିଆନ୍ ଶକ୍ତିଉତ୍ତୋଳନ ପ୍ରତିଯୋଗୀତାରେ ବାଜିମାତ କରିଛନ୍ତି ଦେବୀ । ଏସିଆନ…

ଦୁର୍ଗା ପୂଜା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ

କଟକ: ଆସିଲାଣି ପାର୍ବଣ। ଚାରିଆଡେ ଏବେ ଉତ୍ସବ ମୁଖର। ତେବେ ଦୁର୍ଗ ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ…

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରିମଣ୍ଡଳ ସମ୍ମିଳନୀ: କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅଙ୍କୁ ପାଇଲଟ୍ ଟ୍ରେନିଂ ଦିଆଯିବ

ଭୁବନେଶ୍ୱର : ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network)…

ନକଲି ଅଧ୍ୟାପକଙ୍କ ଉପରେ ଉଚ୍ଚ ଶିକ୍ଷା ବିଭାଗର ଛାଟ, କାରଣ ଦର୍ଶାଅ ନୋଟିସ ଜାରି

ଉଦଳା: ଯୋଗ୍ୟତା ନ ଥାଇ ବି ପଦବୀ, ତାହା ପୁଣି ଆଉ କିଛି ନୁହେଁ….ଅଧ୍ୟାପକ । ଆଉ ଏହି ଅଧ୍ୟାପକଙ୍କ ଉପରେ ଏବେ ଉଚ୍ଚ ଶିକ୍ଷା ବିଭାଗର ପଡିଛି ଛାଟ । ଅଧ୍ୟାପକଙ୍କୁ ଆସିଛି କାରଣ ଦର୍ଶାଅ ନୋଟିସ । ଅଧ୍ୟାପକ ଜଣକ…

ଦାଦନ ରୋକିବାକୁ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର, କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ

ଭୁବନେଶ୍ୱର : ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ।  ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ ।  ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର ଟିମ ।  କାହିଁକି ସେମାନେ ସେହି ରାଜ୍ୟକୁ…

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ରାଜ୍ୟପାଳ

ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ…

ରାସ୍ତା ଅବସ୍ଥା ଖରାପ, ୨ କିଲୋମିଟର ଖଟିଆରେ ଶବକୁ କାନ୍ଧରେ ବୋହିଲେ ସମ୍ପର୍କୀୟ

କାମାକ୍ଷାନଗର: ପୁଣି ରାସ୍ତା ସମସ୍ୟା ପାଇଁ ୨ କିଲୋମିଟର ଖଟିଆରେ ମୃତଦେହକୁ ବୋହିଲେ ସମ୍ପର୍କୀୟ । ମହାବିରୋଡ଼ ଥାନା ବାମ ପଞ୍ଚାୟତ ପାକଟମୁଣ୍ଡା ଗାଁରେ ସାପ କାମୁଡ଼ାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା । ପାକଟମୁଣ୍ଡା ଗାଁ ଢ଼ିପସାହିର ସିଧ ମୁଣ୍ଡା…

ତୀର ମାଡରେ ହାତୀ ଗୁରୁତର

ମୟୂରଭଞ୍ଜ: ତୀର ମାଡରେ ହାତୀ ଗୁରୁତର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ବଡାମପୁର ଜଙ୍ଗଲରେ ଏକ ହାତୀକୁ ତୀର ମାଡ଼ ହୋଇଛି । ହାତୀର ଦେହରେ ଗୋଟିଏ ତୀର ବାଜି ଗଭୀର କ୍ଷତ ହୋଇଛି । ପ୍ରାୟ ୭ଦିନ ପୂର୍ବରୁ…

ଟୁର୍ଣ୍ଣାମେଣ୍ଟ ବେଳେ ପଡ଼ିଆରେ ପଡିଗଲେ ଫୁଟବଲ୍ ଖେଳାଳି, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦେବଗଡ଼: ରବିବାର ଦିନ ଖେଳ ସମୟରେ ଚାଲିଗଲା ଜଣେ ଖେଳାଳିଙ୍କ ଜୀବନ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲ୍ଲାରେ ଏକ ଫୁଟବଲ୍ ମ୍ୟାଚ୍ ଖେଳା ଯାଉଥିବା ସମୟରେ ।  ରିପୋର୍ଟ ଅନୁଯାୟୀ, ଆଜି ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ…

ଭାରତ ପାଇଁ ଆମେରିକାର ନୂଆ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌

ୱାଶିଂଟନ,୨୩ା୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇତିମଧ୍ୟରେ ସର୍ଗିଓ ଗୋରଙ୍କୁ ଭାରତ ପାଇଁ ନୂଆ ରା​‌ଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ୩୮ ବର୍ଷୀୟ ସର୍ଗିଓ ବର୍ତ୍ତମାନ ହ୍ବାଇଟ ହାଉସରେ ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତାଭାବେ କାର୍ଯ୍ୟରତ ଅଛନ୍ତି। ସର୍ଗିଓଙ୍କୁ ଟ୍ରମ୍ପ ନିଜର ଅନ୍ତରଙ୍ଗ ସହଯୋଗୀ…