ଜମ୍ମୁ କଶ୍ମୀରରେ ଭୂମିକମ୍ପ ଝଟକା ସାଙ୍ଗକୁ ବାଦଲଫଟା ବର୍ଷା, ଲୋକେ ଭୟଭୀତ

ଜମ୍ମୁ-କଶ୍ମୀର : ଜମ୍ମୁ-କଶ୍ମୀର କୁପୱାଡା ଜିଲ୍ଲାରେ ୩.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି ଅନୁସାରେ, ମଧ୍ୟାହ୍ନ ପ୍ରାୟ ୧ଟା ୩୯ ମିନିଟରେ ଅନୂଭୂତ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଭୂ-ଗର୍ଭର ୫ କିଲୋମିଟର ତଳେ…

ସେପ୍ଟେମ୍ବର ୭ରେ ଚନ୍ଦ୍ରଗ୍ରହଣ, ଜାଣନ୍ତୁ କେଉଁଠି ହେବ ଦୃଶ୍ୟମାନ…

ନୂଆଦିଲ୍ଲୀ: ମାର୍ଚ୍ଚ ୨୦୨୫ର ବ୍ଲଡ୍ ମୁନ୍ ପରେ ସେପ୍ଟେମ୍ବରରେ ପୁଣି ଥରେ ଭାରତରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବାକୁ ଯାଉଛି।ବ୍ଲଡ୍ ମୁନ୍ କେବଳ ଚନ୍ଦ୍ରଗ୍ରହଣ ସମୟରେ ଦେଖାଯାଏ ଏବଂ ଏହି ସମୟରେ ଚନ୍ଦ୍ର ଲାଲ ହୋଇଯାଇଥାଏ। ତେବେ ଜାଣନ୍ତୁ ୨୦୨୫ ବର୍ଷର ଦ୍ୱିତୀୟ…

ଟ୍ରମ୍ପଙ୍କ ଶୁଳ୍କ ଟେନସନ ବଢାଇଛି ! ଭାରତକୁ ୫୮.୯ ବିଲିୟନ ଡଲାର କ୍ଷତି…. ରୁଷ ପହଞ୍ଚିବା ପରେ କ’ଣ କହିଲେ ଜୟଶଙ୍କର?

ନୂଆଦିଲ୍ଲୀ: ଆମେରିକା ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିଛି, ଯାହା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ପ୍ରଭାବିତ କରୁଛି । ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କରେ ତିକ୍ତତା ଯୋଗୁଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନିଜ…

ଇତିହାସ ରଚିବ ସୁନା! ଡିସେମ୍ବର ସୁଦ୍ଧା ରେକର୍ଡ ସଂଖ୍ୟକ ମୂଲ୍ୟ ବୃଦ୍ଧି; ଭେଞ୍ଚୁରା ରିପୋର୍ଟ ଡରାଇଲାଣି

ନୂଆଦିଲ୍ଲୀ: ସର୍ବକାଳୀନ ରେକର୍ଡ କରିବ ସୁନା ଦର । ଡିସେମ୍ବର ସୁଦ୍ଧା ଗ୍ରାହକଙ୍କୁ ଚମକାଇଦେବ । ଭେଣ୍ଟୁରା ସିକ୍ୟୁରିଟିଜର ସଦ୍ୟତମ ଦୃଷ୍ଟିକୋଣ କହୁଛି ଯେ ବର୍ଷ ଶେଷ ସୁଦ୍ଧା ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ୩,୬୦୦ ଡଲାର ପ୍ରତି ଆଉନ୍ସରେ ପହଞ୍ଚିପାରେ…

ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ; ଚେତାବନୀ ଦେଲେ କୃଷି ସଚିବ

ଭୁବନେଶ୍ୱର: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି । ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ…

ଲାଞ୍ଚ ନେଇ ଗିରଫ ହେଲେ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର

ସମ୍ବଲପୁର: 20 ହଜାର ଟଙ୍କା ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସ ର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି । ଅଭିଯୋଗ…

ପାଗଳ କୁକୁର କାମୁଡ଼ାରେ ୧୨ ଜଣ ଆହତ

ଗଞ୍ଜାମ: ମାତିଛି ପାଗଳ କୁକୁର। କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ଧରାକୋଟ ବ୍ଲକର କୁସୁରାବ, ଲକ୍ଷ୍ମୀପୁର ଓ ବରୁଗୁଡ଼ା ଗାଁରେ ଗୋଡାଇ ଗୋଡାଇ କାମୁଡୁଛନ୍ତି ପାଗଳ…

ସବୁ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା, ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ପରିବହନ ଆୟୁକ୍ତଙ୍କ ଚିଠି

କଟକ/ଭୁବନେଶ୍ୱର : ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ମା’ଙ୍କ ଆଶୀର୍ବାଦ ସହ ପରିବାରର ସୁରକ୍ଷା ପାଇଁ ହେବେ ସଚେତନ । ଏଥିପାଇଁ ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । କେବଳ ସେତିକି ନୁହେଁ, ନିଜ ଅଞ୍ଚଳକୁ…

ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି । ଚଳିତ ବିଧାନସଭାରେ ବିଭିନ୍ନ…

ମାନବିକତା ଦେଖାଇଲେ ପୋଲିସ ବାବୁ: କାନ୍ଧରେ ନେଇ ମହିଳାଙ୍କ ଶବସତ୍କାର କଲେ

ବାଲେଶ୍ୱର: ମୃତଦେହକୁ କାନ୍ଧେଇ ନେଇ ଯାଉଛନ୍ତି ପୋଲିସ । ମୃତ୍ୟୁ ସମୟରେ ପରିବାର ଲୋକେ ଚାରି କାନ୍ଧ ଦିଅନ୍ତି ଏକଥା ଆମେ ସମସ୍ତେ ଜାଣିଛେ କିନ୍ତୁ ଏଠି ଦୃଶ୍ୟ ଟିକେ ଭିନ୍ନ । ଦେଖୁନାହାନ୍ତି କିଭଳି ପୋଲିସମାନେ ମିଶି ମୃତଦେହକୁ କାନ୍ଧେଇ ନେଇଯାଉଛନ୍ତି…