ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା କାରବାର, ସମୟ ଅନୁସାରେ ନିର୍ଦ୍ଧାରିତ ହୋଇଛି ଟଙ୍କା

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା ମାଗୁଛି ଏକ ୱେବସାଇଟ । ମହାପ୍ରଭୁଙ୍କ ଦର୍ଶନ ନାଁରେ ଲୋକଙ୍କୁ ଭ୍ରମିତ କରୁଛି ଇଣ୍ଡିଆ ଥ୍ରିଲସ ୱେବସାଇଟ । ବିଭିନ୍ନ ବର୍ଗର ଦର୍ଶନ ପାଇଁ ଏହି ୱେବସାଇଟରେ ରହିଛି ତଥ୍ୟ । ଦର୍ଶନ…

କୋରାପୁଟ ମ୍ୟୁନିପାଲିଟି ପାଇବ ଶ୍ରେଷ୍ଠ ପୌରାଞ୍ଚଳ ପୁରସ୍କାର

କୋରାପୁଟ: ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ । ଏନେଇ କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି । ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ…

ଘରୋଇ କମ୍ପାନିକୁ ଫାଇଦା ଦେବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି: ଶ୍ରୀକାନ୍ତ ଜେନା

ଭୁବନେଶ୍ବର: ରାଜ୍ୟରେ ସାର ସଙ୍କଟ ‌ନେଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ଏହି ବିଭାଗର ମନ୍ତ୍ରୀ ଥିଲାବେଳେ ତାଳଚେର ସାର କାରଖାନା ଚାଲୁ କରିବାକୁ ପ୍ରଥମେ ପ୍ରସ୍ତାବ ଦେଇଥିଲି । ଦେଶରେ ଅକାମୀ…

‘ଚିଙ୍ଗୁଡ଼ି ଉଦ୍ୟୋଗ ଓ ଚାଷୀଙ୍କ ଜୀବିକା ରକ୍ଷା କରନ୍ତୁ…’, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ତାରା ପଟ୍ଟନାୟକ

ଭୁବନେଶ୍ୱର: ଆମେରିକା ଦ୍ୱାରା ଭାରତ ଉପରେ ୫୦ ପ୍ରତିଶତ ଟାରିଫ୍ ଲାଗୁ କରାଯାଇଛି । ଅଗଷ୍ଟ ୨୭ରୁ ଭାରତରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଟାରିଫ୍ ଆଦୟ କରୁଛି ଆମେରିକା । ଯାହାର ପ୍ରଭାବ ଭାରତୀୟ ନିର୍ମାତାଙ୍କ ଉପରେ ପଡ଼ିବା ନେଇ…

ବାଲିଯାତ୍ରା ପ୍ରସ୍ତୁତି ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରାଥମିକ ବୈଠକ

କଟକ: କଟକ ବାଲିଯାତ୍ରା ଉତ୍ସବ-୨୦୨୫ ଆୟୋଜନ ନିମନ୍ତେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ଯକ୍ଷତାରେ ଏକ ପ୍ରାଥମିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଐତିହାସିକ ବାଲିଯାତ୍ରାର ପ୍ରସ୍ତୁତି ନିମନ୍ତେ ଏହି ପ୍ରାକ-ପ୍ରସ୍ତୁତି ବୈଠକରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ…

କମିସନରେଟ ପୁଲିସ ହାତରେ ଧରାପଡିଲେ ୩ ସାଇବର ଠକ

ଭୁବନେଶ୍ବର: କମିସନରେଟ ପୁଲିସ ହାତରେ ଧରାପଡିଲେ ୩ ସାଇବର ଠକ। ଦୁଇଜଣଙ୍କୁ ଗୁଜୁରାଟରୁ ଆଉ ଜଣଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ପୁଲିସ। ଗୁଜରାଟର ଏକ ସାଇବର ଠକ ଗ୍ୟାଙ୍ଗ ସ୍କାଇପ ଜରିଆରେ ଓଡ଼ିଶାର ଜଣେ ବ୍ୟକ୍ତିଙ୍କୁ ଡିଜିଟାଲ ଆରେଷ୍ଟ କରିଥିଲେ। କୋରିଅରରେ…

ନଗଡ଼ାରେ ଶିଶୁ ଅଧିକାର ସୁରକ୍ଷା ଆୟୋଗ: ଅଙ୍ଗନବାଡ଼ି ଅବ୍ୟବସ୍ଥା ଦେଖି ବିଗିଡ଼ିଲେ ଅଧ୍ୟକ୍ଷା

କାଳିଆପାଣି: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର ଏବଂ ଏହାର ୪ ଜଣ ସଦସ୍ୟା ମନସ୍ମିତା ଖୁଣ୍ଟିଆ, କସ୍ତୁରୀ ମିଶ୍ର, ସୁଜାତା ନାୟକ ଓ ଚନ୍ଦନା ଦାସ ଗୁରୁବାର ସଦଳବଳ ନଗଡ଼ା ଗସ୍ତକରି ବାସ୍ତବ ସ୍ଥିତି ପରଖିଛନ୍ତି।…

ୟୁକ୍ରେନର ପୂର୍ବତନ ବାଚସ୍ପତିଙ୍କୁ ଗୁଳିକରି ହତ୍ୟା

ନୂଆଦିଲ୍ଲୀ : ୟୁକ୍ରେନର ପୂର୍ବତନ ବାଚସ୍ପତି ଆଣ୍ଡ୍ରି ପାରୁବୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। କିଛି ଅଜ୍ଞାତ ବନ୍ଧୁକଧାରୀ ଶନିବାର ତାଙ୍କୁ ହତ୍ୟା କରିଥିବା ନେଇ ରାଷ୍ଟ୍ରପତି ଭୋଲଦିମିର ଜେଲେନସ୍କି ସ୍ପଷ୍ଟ କରିଛନ୍ତି। ଜେଲେନସ୍କି ଘଟଣାର କଡ଼ା ନିନ୍ଦା କରିବା ସହିତ…

SCO ସମ୍ମିଳନୀ ପରେ ଚୀନ କରିବ ଶକ୍ତି ପ୍ରଦର୍ଶନ, ଯୋଗଦେବେ ୨୪ରୁ ଅଧିକ ଦେଶଙ୍କ ମୁଖ୍ୟ, ଭାରତ ହେବନି ସାମିଲ

ନୂଆଦିଲ୍ଲୀ ୩୦।୮: ଚୀନ୍ ରାଜଧାନୀ ବେଜିଂ ଚଳିତ ସପ୍ତାହରେ ଦୁଇଟି ବଡ଼ ଆୟୋଜନର ସାକ୍ଷ ହେବାକୁ ଯାଉଛି। ଏଥିରେ ପ୍ରଥମିଟି ସାଂଘାଇ ସହଯୋଗ ସଙ୍ଗଠନ (ଏସସିଓ) ଶିଖର ସମ୍ମିଳନୀ ହୋଇଥିବା ବେଳେ ଅନ୍ୟଟି ୩୧ ଅଗଷ୍ଟ ଓ ୧ ସପ୍ଚେମ୍ବରରେ ତିଆନଜେନରେ ଅନୁଷ୍ଠିତ…