August 2025

ଯନ୍ତ୍ରୀ ସୁରେନ୍ଦ୍ରଙ୍କ ଘରୁ ମିଳିଲା ନଗଦ ୧ ଲକ୍ଷ ୨୫ ହଜାର ଟଙ୍କା,ଏକକାଳୀନ ୮ସ୍ଥାନରେ ଚାଲିଛି ରେଡ୍

ଅନୁଗୁଳ : ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ରେଡ୍ ବେଳେ ବିପୁଳ ସମ୍ପତ୍ତି ଠାବ । ସୁରେନ୍ଦ୍ରଙ୍କର ରହିଛି ୨ଟି ବହୁତଳ ଘର, ୨ଟି ଫ୍ଲାଟ ଓ ୪ଟି ମୂଲ୍ୟବାନ ପ୍ଲଟ ଠାବ ହୋଇଛି। ୩ଟି ଦୁଇ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା,ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାଗ ନେବେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ବ୍ୟାଡମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା । ପ୍ୟାରିସ ଅଭିଯାନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଦୁଇ ସଟଲର ଭଉଣୀ । ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି…

ଅପେରାରେ ସାପ ସହ ଅଭିନୟ: ଭିଡିଓ ଭାଇରାଲ

ଅନୁଗୋଳ : ପୁଣି ମଞ୍ଚରେ ଜୀବନ୍ତ ସାପ । ଅପେରାରେ ପୁଣି ସାପ ଧରି ଅଭିନେତାଙ୍କ ଅଭିନୟ । ଅନୁଗୋଳ ସହର ଉପକଣ୍ଠ ନତଡ଼ାଗାଁରେ ଗତକାଲି ରାତିରେ ଏକ ଅପେରାରେ ନାଟକ ପରିବେଷଣର ଭିଡିଓ ଭାଇରାଲ ହେଉଛି । ଜୀବନ୍ତ ସାପ…

ସହରାଞ୍ଚଳରେ ନାଗରିକ ସେବାରେ ପରିବର୍ତ୍ତନ ଲାଗି ଆର. ଟି. ପି. ଏସ୍. ଅଧିନିୟମ ସମ୍ପର୍କିତ ବୈଠକ

ଭୁବନେଶ୍ବର:“ନାଗରିକ-ପ୍ରଥମ” ଶାସନ ପ୍ରତି ପ୍ରତିବଦ୍ଧତାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଉଛି l ସହରାଞ୍ଚଳ ଶାସନ ଏବଂ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସୁଦୃଢ଼ କରିବା ଉପରେ ଧ୍ୟାନ ଦେଇ ଗୃହନିର୍ମାଣ ଓ ନଗର ଉନ୍ନୟନ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ: ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା…

ହିଂସା ଛାଡ଼ି ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲା ପୁଲିସ ନିକଟରେ ଦୁଇ ମହିଳା କ୍ୟାଡରଙ୍କ ସମେତ ୪ ଜଣ ମାଓବାଦୀ ଆସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏପି ଜିତେନ୍ଦ୍ର ଚନ୍ଦ୍ରକାର ସମେତ ସିଆରପିଏଫ…

ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତିଙ୍କ ପରଲୋକ

ଭୁବନେଶ୍ଵର : ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୋକୁଳାନନ୍ଦ ଦାସଙ୍କ ପରଲୋକ । ଜଣେ ବିଶିଷ୍ଟ ଗଣିତଜ୍ଞ ଭାବେ ସେ ବହୁ ଖ୍ୟାତି ଅର୍ଜନ କରିଛନ୍ତି । ଭୁବନେଶ୍ବର ସ୍ଥିତ ତାଙ୍କର ବାସଭବନରେ ସେ ନିଜର ଶେଷ ନିଶ୍ବାସ ତ୍ୟାଗ…

ସାମାନ୍ୟ ବଚସାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ପଡୋଶୀ ମାରିଦେଲେ

ଅନୁଗୁଳ: ଯୁବକଙ୍କୁ ନିର୍ମମ ହତ୍ୟା । ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ମାରିଦେଲେ ପଡୋଶୀ । ଅନୁଗୁଳ ଟାଉନ ଥାନା ରାଣୀଗୋଡ଼ା ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାଣୀଗୋଡା ଗାଁର ବାପି ବିଶ୍ବାଳ । ସାମାନ୍ୟ ବଚସାରୁ ୩ଜଣ…

ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ: ଆଜି ମହାପ୍ରଭୁଙ୍କ ବନଭୋଜି ବେଶ,

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ…

୨୦ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା…