ଉପରାଷ୍ଟ୍ରପତି ନିର୍ବାଚନ: ମୁସଲିମ ନେତାଙ୍କୁ ଏନଡିଏ ପ୍ରାର୍ଥୀ କରିପାରେ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ଏବେ ପ୍ରସ୍ତୁତି ଜୋରଦାର କରିଛି। ଆଗାମୀ ୯ ସେପ୍ଟେମ୍ବରରେ ନିର୍ବାଚନ ହେବ। ନାମାଙ୍କନ ଦାଖଲର ଶେଷ ତାରିଖ ୨୧ ଅଗଷ୍ଟ। କିନ୍ତୁ ଏନଡିଏର ପ୍ରାର୍ଥୀ କିଏ ହେବେ, ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ବିଜେପି ନେତୃତ୍ୱାଧୀନ…
