ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ, ପାସ୍ ହାର ୫୬.୨୩ ପ୍ରତିଶତ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ଅପରାହ୍ନ ୨ଟା ପରେ ଓ୍ବେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ ।…

ଇସ୍କନର ଶାସ୍ତ୍ର ବିରାଧୀ ନୀତି: ଅଦିନିଆ ରଥଯାତ୍ରାକୁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପୀଠ ଶଙ୍କରାଚାର୍ଯ୍ୟଙ୍କ ବିରୋଧ

ପୁରୀ : ଇସ୍କନର ଶାସ୍ତ୍ର ବିରୋଧୀ ଅଦିନିଆ ରଥଯାତ୍ରା ବିରୋଧରେ ଏକାଠି ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପୀଠ ଶଙ୍କରାଚାର୍ଯ୍ୟ । ଇସ୍କନ୍ କୁ କଡା ଜବାବ ଦେବାକୁ ବଡ ପ୍ରସ୍ତୁତି । ଇସ୍କନ୍ ଆୟୋଜିତ ଅଦିନିଆ ରଥଯାତ୍ରା ବିରୋଧରେ ଆଉ ପାଦେ…

ଇକୋ ରିସର୍ଟ ସୁଇମିଂ ପୁଲରେ ଅଘଟଣ; ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା ସଦର ଥାନା ଧୀରପାଟଣା ନିକଟ ଇକୋ ରିସର୍ଟ ସୁଇମିଂ ପୁଲ୍‌ରେ ଅଘଟଣ । ସୁଇମିଂ ପୁଲ୍‌ରେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ । ମୃତକ ହେଲେ ଉତ୍ତରାଖଣ୍ଡର ୨୩ ବର୍ଷୀୟ ଯୁବ ପର୍ଯ୍ୟଟକ ତେଜସ୍ଵ ଆହୁଜା । ସୂଚନାମୁତାବକ, ସେ…

ଶ୍ରୀମନ୍ଦିରକୁ ଚଢିବା ବେଳେ ଯୁବକଙ୍କୁ କାବୁ କଲା ପୋଲିସ

ପୁରୀ: ପୁରୀ ଶ୍ରୀମନ୍ଦିର ଉପରକୁ ଚଢ଼ୁଥିବା ବେଳେ ଜଣେ ବ୍ୟକ୍ତିଙ୍କୁ କାବୁ କରିଛି ପୋଲିସ। ସୂଚନା ଅନୁଯାୟୀ, ଆଜି ଶ୍ରୀମନ୍ଦିର ବେହରଣ ଦ୍ୱାର ପଟରୁ ଜଣେ ବ୍ୟକ୍ତି ପ୍ରାୟ ୫ ଫୁଟ୍‌ ଉପରକୁ ଚଢ଼ି ଯାଇଥିଲେ। ମନ୍ଦିରକୁ ଚଢ଼ୁଥିବା ବେଳେ ସଂପୃକ୍ତ…

ଓଡ଼ିଶାରେ ଖୋଲିବ ଆଉ ୪ ମେଡିକାଲ କଲେଜ: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଓଡ଼ିଶାରେ ଖୋଲିବ ଆଉ ୪ଟି ମେଡିକାଲ କଲେଜ। ରାଜ୍ୟର ବିଭିନ୍ନ ଚିକିତ୍ସାଳୟର ଭିତ୍ତିଭୂମି ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ସମସ୍ତ ଆଧୁନିକ ଚିକିତ୍ସା ବ୍ୟବସ୍ଥା କରାଯାଉଛି। ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ…

ଶୋଭାଯାତ୍ରା ବେଳେ ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ,

ଜୟପୁର: ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ। କୋରାପୁଟ ଜିଲ୍ଲାରେ ଗତ ୧୪ ତାରିଖରେ ଏକ ଶୋଭାଯାତ୍ରା ବେଳେ ତାରାଙ୍କୁ ଜଣେ ବ୍ୟକ୍ତି ମାଡ଼ ମାରିଥିବା ନେଇ ଥାନାରେ ଏତଲା ହୋଇଛି। ଏହି ଶୋଭାଯାତ୍ରାରେ ତାରାପ୍ରସାଦ ବାହିନୀପତି ଓ କଂଗ୍ରେସ ବିଧାୟକ ଦଳ…

କାଲିମେଳାରେ ଲଗାଣ ବର୍ଷା, ଏମଭି ୯୬ ବ୍ରିଜ୍ ବୁଡ଼ିଲା

ମାଲକାନଗିରି: ପୋଲ ଉପରେ ୨ଫୁଟର ପାଣି। ମାଲକାନଗିରି ଜିଲ୍ଲା କାଲିମେଳାରେ ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ବ୍ରିଜ୍। କାଲିମେଳା-ମୋଟୁ ୩୨୬ ଜାତୀୟ ରାଜପଥରେ ଯାତାୟାତ ଠପ୍ ହୋଇଯାଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି। ବ୍ରିଜ ଉପରେ ୨ ଫୁଟର…

ବାବାଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ, ତଦନ୍ତ ଜାରି

ଢେଙ୍କାନାଳ: କାମାକ୍ଷାନଗରରେ ଜଣେ ଆତ୍ମଘୋଷିତ ବାବାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆସିଛି। ଅଭିଯୁକ୍ତ ଜଣକ ଆଶ୍ରମର ରୋଷେୟା ଭାବେ କାମ କରୁଥିବା ଜଣେ ମହିଳାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ରହିଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି…

ମଣିଷ ପାଇଁ ବିପଦ ବାର୍ଡ ଫ୍ଲୁ ଭୂତାଣୁର ମ୍ୟୁଟେସନ୍: ଆଇଆଇଏସ୍‌ସି

ବେଙ୍ଗାଲୁରୁ: ଭାରତୀୟ ବିଜ୍ଞାନ ପ୍ରତିଷ୍ଠାନ (ଆଇଆଇଏସ୍‌ସି)ର ଗବେଷକମାନେ ଜାଣିବାକୁ ପାଇଛନ୍ତି ଯେ ଏଚ୍୫ଏନ୍୧ (ବାର୍ଡ ଫ୍ଲୁ) ଭୂତାଣୁ ନିର୍ଦ୍ଦିଷ୍ଟ ମ୍ୟୁଟେସନ୍ କାରଣରୁ ମଣିଷ ପାଇଁ ସମ୍ଭାବ୍ୟ ବିପଦ ହୋଇପାରେ। ଆଇଆଇଏସ୍‌ସିର ବାୟୋକେମିଷ୍ଟ୍ରି ବିଭାଗର ସହକାରୀ ପ୍ରଫେସର କେଶବର୍ଦ୍ଧନ ସାନୁଲାଙ୍କ ନେତୃତ୍ୱରେ ଗବେଷକମାନେ…

ଭାରତ ଆମେରିକା ଉପରେ ଅଧିକ ନିର୍ଭର କରିବା ଉଚିତ ନୁହେଁ; ଆମେରିକା ଅର୍ଥନୀତିଜ୍ଞ

ନୂଆଦିଲ୍ଲୀ: ପାକିସ୍ତାକୁ ଧରି ଭାରତ ପଛରେ ପଡ଼ିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ‌କେହି ବି ପସନ୍ଦ କରୁନଥିଲେ ମଧ୍ୟ ତାଙ୍କ କୁଟନୀତି ତାଙ୍କ ଦେଶ ବ୍ୟତୀତ ଅନ୍ୟ ଦେଶକଗୁଡ଼ିକ ଉପରେ ବି ପଡୁଛି। ଏପେଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…