ଆତଙ୍କବାଦୀଙ୍କୁ ସାହାଯ୍ୟ କରୁଥିବା ଅଭିଯୋଗ: ତିନିଜଣଙ୍କୁ ଧରିଲା ସୁରକ୍ଷାବାହିନୀ

ଶ୍ରୀନଗର: ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ସୁରକ୍ଷାବାହିନୀ ଜମ୍ମୁ ଓ କାଶ୍ମୀରରେ ଏକ ବଡ଼ ସଫଳତା ହାସଲ କରିଛି। କୁପୱାଡ଼ାର ୱାଜାମା ହଣ୍ଡୱାଡ଼ାରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ ତିନି ଜଣ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ତିନି ଜଣ ହେଉଛନ୍ତି ମହମ୍ମଦ…

ଭୟଙ୍କର ପରିଣତି ଭୋଗିବ : ପାକିସ୍ତାନକୁ ଭାରତର ଚେତାବନୀ

ନୂଆଦିଲ୍ଲୀ : ପାକିସ୍ତାନ ପକ୍ଷରୁ ବାରମ୍ବାର ଭାରତ ବିରୋଧରେ ଯୁଦ୍ଧ ଧମକ ଦିଆଯାଉଥିବାରୁ ତାହାର କଡ଼ା ଜବାବ ଦେଇଛି ଭାରତ । ପାକିସ୍ତାନ ପକ୍ଷରୁ ଯେକୌଣସି ଦୁଃସାହସର ପରିଣତି ଅତ୍ୟନ୍ତ ଭୟାବହ ହେବ ବୋଲି ଭାରତ କହିଛି । ଭାରତର ବୈଦେଶିକ…

AIIMS ରୁ ମୁହଁ ଫେରାଉଛନ୍ତି ଡାକ୍ତର; ୨ ବର୍ଷରେ ଛାଡ଼ିଲେଣି ୪୨୯ ଡାକ୍ତର

ନୂଆଦିଲ୍ଲୀ: ଦେଶର ସବୁଠାରୁ ବଡ ସରକାରୀ ମେଡିକାଲ୍ AIIMS ଏବେ ସଂକଟରେ । ଡାକ୍ତରମାନେ ଚାକିରି ଛାଡ଼ିବା ଏବେ ସବୁଠୁ ବଡ଼ ଚିନ୍ତାର ବିଷୟ ପାଲଟିଛି। ଏହାକୁ ନେଇ ସଂସଦରେ ପ୍ରକାଶ ପାଇଥିବା ଏକ ତଥ୍ୟ ସାରା ଦେଶକୁ ବିଚଳିତ କରିଦେଇଛି…

ଆଲାସ୍କାରେ ବୈଠକ ପୂର୍ବରୁ ପୁଟିନଙ୍କୁ ଟ୍ରମ୍ପଙ୍କ ଚେତାବନୀ

ୟୁକ୍ରେନ ଏବଂ ରୁଷ ମଧ୍ୟରେ ଯୁଦ୍ଧ ୨୦୨୨ ମସିହାରେ ଆରମ୍ଭ ହୋଇଥିଲା । କିନ୍ତୁ ଏପର୍ଯ୍ୟନ୍ତ ଏହାର କୌଣସି ଫଳାଫଳ ମିଳିନାହିଁ । ଏହି ଯୁଦ୍ଧକୁ ବନ୍ଦ କରିବା ପାଇଁ ଅନେକ ଦେଶ ପ୍ରୟାସ କରିଥିଲେ । ହେଲେ, କେହି ସଫଳ…

‘ଆମ ପାଇଁ, ଆମର ସମ୍ବିଧାନ ଏବଂ ଆମର ଗଣତନ୍ତ୍ର ସର୍ବୋପରି’ : ରାଷ୍ଟ୍ରପତି

ନୂଆଦିଲ୍ଲୀ : ୭୯ତମ ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ସେ କହିଛନ୍ତି ଯେ ଏହି ସମାରୋହ ଆମକୁ ଭାରତୀୟ ହେବାର ଗୌରବକୁ ସ୍ମରଣ କରାଏ । ରାଷ୍ଟ୍ରପତି…

ଧରାଲି ପରେ ଜମ୍ମୁ କଶ୍ମୀର: କିସ୍ତୱାରରେ ବାଦଲଫଟା ବର୍ଷା, ୩୨ ମୃତ

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀର କିସ୍ତୱାରରେ ବାଦଲଫଟା ବର୍ଷା । ପ୍ରବଳ ବର୍ଷା ଯୋଗୁଁ ୩୨ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣା ପରେ ତୁରନ୍ତ ଉଦ୍ଧାରକାରୀ ଟିମ୍ ଯାଇଛି । ବାଦଲଫଟା ବର୍ଷା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ବନ୍ୟା ସ୍ଥିତି…

ସ୍ବତନ୍ତ୍ରତା ଦିବସରେ ଅପରେସନ ସିନ୍ଦୂରର ନାୟକମାନଙ୍କୁ ମିଳିବ ବୀରତ୍ବର ସମ୍ମାନ

ଦିଲ୍ଲୀ: ସରକାର ଅପରେସନ ସିନ୍ଦୂରର ନାୟକମାନଙ୍କୁ ସ୍ୱତନ୍ତ୍ର ପୁରସ୍କାର ଦେବାକୁ ବିଚାର କରୁଛନ୍ତି ।  ସୀମା ସୁରକ୍ଷା ବଳ ଏହି ଅପରେସନର ୧୬ ଜଣ ସାହସୀ ସୀମା ରକ୍ଷକଙ୍କ ପାଇଁ ସାହସିକତା ପଦକ ଘୋଷଣା  କରିଛନ୍ତି ।  ସନ୍ଧ୍ୟା ସୁଦ୍ଧା ସେହି ଯୋଦ୍ଧାମାନଙ୍କ…

ମହାକାଶରୁ ଫେରିବା ପରେ ଭାରତ ଆସିବେ ଶୁଭାଂଶୁ ଶୁକ୍ଳା

ଦିଲ୍ଲୀ: ମହାକାଶ ଯାତ୍ରୀ ଶୁଭାଂଶୁ ଶୁକ୍ଳା ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)ରୁ ସଫଳ  ଭାବରେ ଫେରିଛନ୍ତି । ଫେରିବାର ଗୋଟିଏ ଦିନ ପରେ ସେ ଟେକ୍ସାସର ହ୍ୟୁଷ୍ଟନରେ ନିଜ ପୁଅକୁ ଭେଟିଛନ୍ତି । ସେ ହେଉଛନ୍ତି ଭାରତର ଦ୍ବିତୀୟ ସଫଳ ମହାକାଶ ଯାତ୍ରୀ…

ଆନ୍ଦୋଳନରୁ ନ ଓହରିଲେ କଟିବ ଦରମା: ଅମଲା ସଂଘକୁ ମନ୍ତ୍ରୀଙ୍କ ତାଗିଦ୍

ଭୁବନେଶ୍ବର: ଅମଲା ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି। ଏହାଯୋଗୁଁ ସାଧାରଣ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୩୦ ଜିଲ୍ଲାର ପ୍ରାୟ ୧୦ହଜାର କର୍ମଚାରୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ: ସବୁ ଜିଲ୍ଲାରେ ହେବ ଆଦର୍ଶ ମଣ୍ଡି

ଭୁବନେଶ୍ବର: ଧାନ ମଣ୍ଡିରେ କୃଷକମାନଙ୍କୁ ଗୋଟିଏ ଛାତ ତଳେ ସମସ୍ତ ସୁବିଧା ପ୍ରଦାନ କରାଯିବ। ଚାଷୀ, ବ୍ୟବସାୟୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ସମସ୍ତ ଜରୁରୀ ବିପଣନ ସମ୍ବନ୍ଧିତ କାର୍ଯ୍ୟ ଉପଲବ୍ଧ ହେବ। ଫସଲ ପରବର୍ତ୍ତୀ କ୍ଷତିକୁ ସର୍ବନିମ୍ନ ସୁନିଶ୍ଚିତ କରିବା, କୃଷକର…