ଚୀନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଚୀନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତିଆନଜିନ୍‌ରେ ମୋଦୀଙ୍କୁ କରାଯାଇଛି ଭବ୍ୟ ସ୍ୱାଗତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାତ ବର୍ଷ ପରେ ଚୀନ ଗସ୍ତରେ ରହିଛନ୍ତି । ଚୀନରେ ପ୍ରଧାନମନ୍ତ୍ରୀ ମୋଦୀ ଏସସିଓ ସମ୍ମିଳନୀରେ ଯୋଗ ଦେବେ।…

ଡ. କଲାମଙ୍କ ଭୂମିକାରେ ନଜର ଆସିବେ ସାଉଥ୍‌ ଅଭିନେତା ଧନୁଷ

ମୁମ୍ବାଇ :  ଫିଲ୍ମ ‘କଲାମ: ଦ ମିସାଇଲ ମ୍ୟାନ୍‌ ଅଫ୍‌ ଇଣ୍ଡିଆ’ରେ ଭାରତର ପୂର୍ବତନ ରାଷ୍ଟ୍ରପତି ଦିବଂଗତ ଡ. ଏପିଜେ ଅବଦୁଲ କଲାମଙ୍କ ଭୂମିକାରେ ଦେଖିବାକୁ ମିଳିବେ ସାଉଥ୍‌ ଅଭିନେତା ଧନୁଷ । ଫିଲ୍ମର ନିର୍ଦ୍ଦେଶକ ଓମ୍‌ ରାଉତ କହିଛନ୍ତି, ଏହି…

୫ଦିନ ପରେ ବନ୍ୟାପାଣି କମିଛି; ଦୁର୍ଦ୍ଦଶା ବଢୁଛି

ଭଦ୍ରକ : ବୈତରଣୀରେ ଆସିଥିବା ବନ୍ୟା ଦୀର୍ଘ ୬ଦିନ ଧରି ତା’ର କରାଳ ରୂପ ଦେଖାଦେବା ପରେ ଏବେ କମିବାରେ ଲାଗିଛି। ବନ୍ୟା ଯୋଗୁଁ ଭଦ୍ରକ ଜିଲାର  ଧାମନଗର ବ୍ଲକର ୧୨ଟି ପଞ୍ଚାୟତର ୩୫ ରୁ ଉର୍ଦ୍ଧ ଗାଁ ଜଳଵନ୍ଦୀ ହୋଇ…

ନାବାଳିକା ଦୁଷ୍କର୍ମକାରୀକୁ ୩୦ ବର୍ଷ ସଶ୍ରମ କାରା ଦଣ୍ଡାଦେଶ

ସମ୍ବଲପୁର: ସମ୍ବଲପୁର ଏଡିଜେ–ସ୍ୱତନ୍ତ୍ର ପୋକ୍ସୋ ଅଦାଲତ ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୩୦ ବର୍ଷ ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତକୁ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେବା ସହିତ ପୀଡ଼ିତାଙ୍କୁ ୧୩ ଲକ୍ଷ ୫୦ ହଜାର ଟଙ୍କା…

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ପୁରୀ : ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ। ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସଂସଦୀୟ କମିଟି ଏ ନେଇ ପ୍ରସ୍ତାବ ଦେଇଛି। କମିଟିର ପ୍ରସ୍ତାବରେ ବାଚସ୍ପତି ସମ୍ମତି ଜଣାଇଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ…

ଟ୍ରମ୍ପଙ୍କୁ ଭାରତର ଝଟକା, ନୋବେଲ ଶାନ୍ତି ପୁରସ୍କାର ପାଇଁ କଲାନି ନୋମିନେଟ

ନୂଆଦିଲ୍ଲୀ ୩୦।୮:   ଭାରତ-ପାକିସ୍ତାନ ଯୁଦ୍ଧ ରୋକିବାରେ ବାରମ୍ବାର ନିଜ ଭୂମିକା ଥିବାର କହୁଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଜୋରଦାର ଝଟକା ଲାଗିଛି। ଏହି ଯୁଦ୍ଧ ରୋକିବାର ଶ୍ରେୟକୁ ନେଇ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ଚାହୁଁଥିଲେ। ହେଲେ ଭାରତ ଏଥି…

କଳାପତାକା ଦେଖାଉଥିଲେ ବିଜେପି କାର୍ଯ୍ୟକର୍ତ୍ତା, ହାତରେ ଟଫି ଧରାଇଦେଲେ ରାହୁଲ ଗାନ୍ଧି

ଆରା ୩୦।୮: ବିହାର ଆରା ରେ ଭୋଟ ଅଧିକାର ଯାତ୍ରା କାଳରେ ଶନିବାର କଂଗ୍ରେସ ନେତା ରାହୁଲଙ୍କୁ କଳାପତାକା ଦେଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମାଙ୍କ ପ୍ରତି ଅପଶବ୍ଦ କୁହାଯିବା ମାମଲାରେ ବିଜେପି ନେତା ଓ କାର୍ଯ୍ୟକର୍ତ୍ତା କଂଗ୍ରେସ…

ଟ୍ରମ୍ପଙ୍କ ଟାରିଫ୍ ମଧ୍ୟରେ ୟୁକ୍ରେନର ସଙ୍କଟମୋଚକ ସାଜିଲା ଭାରତ, ପାଲଟିଲା ସବୁଠୁ ବଡ଼ ଡିଜେଲ ଯୋଗାଣକାରୀ ଦେଶ

କିଭ୍‌ – ଭାରତ ଜୁଲାଇ ୨୦୨୫ରେ ୟୁକ୍ରେନ୍‌ର ସବୁଠୁ ବଡ଼ ଡିଜେଲ୍‌ ଯୋଗାଣକାରୀ ହୋଇଛି, ଯାହା ଦେଶର ମୋଟ ଡିଜେଲ୍‌ ଆମଦାନୀର ୧୫.୫ ପ୍ରତିଶତ ଭାଗ ପ୍ରଦାନ କରୁଛି। ଏହି ଉପଲବ୍ଧି ବିଶ୍ୱ ଶକ୍ତି ବ୍ୟାପାରରେ ଏକ ଗୁରୁତ୍ତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦର୍ଶାଇ…

ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ, ସମୁଦ୍ରକୁ ମାଛ ଧରିବାକୁ ନଯିବାକୁ ପରାମର୍ଶ

ଭୁବନେଶ୍ବର ୩୦।୮: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ୨୪ ଘଣ୍ଟା…

ଡିସେମ୍ବରରେ ମୋହନ-ବିଷ୍ଣୁଦେବ ବୈଠକ, ମହାନଦୀ ଜଳ ବିବାଦର ହେବ ସମାଧାନ !

ଭୁବନେଶ୍ଵର: ମହାନଦୀ ଜଳ ବିବାଦ ଦୂର ପାଇଁ ଆଗକୁ ବଢ଼ିଲେ ଓଡ଼ିଶା ଓ ଛତିଶଗଡ଼। ମହାନଦୀ ଜଳ ସମସ୍ୟା ଉପରେ ଆଲୋଚନା ପାଇଁ ଓଡ଼ିଶା ଏବଂ ଛତିଶଗଡ଼ର ମୁଖ୍ୟ ସଚିବ ଏବଂ ବରିଷ୍ଠ ଜଳସମ୍ପଦ ଅଧିକାରୀମାନେ ବୈଠକ କରିଛନ୍ତି। ଆଲୋଚନା ଏବଂ…