ବିହାରରେ ନିର୍ମାଣ ହେବ ମାତା ସୀତାଙ୍କ ମନ୍ଦିର, ଭୂମି ପୂଜା କଲେ ଶାହ

ପାଟନା: ଅଯୋଧ୍ୟାରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ହେବା ପରେ ମାତା ସୀତାଙ୍କ ପାଇଁ ଭବ୍ୟ ମନ୍ଦିର ନିର୍ମାଣ କରିବେ କେନ୍ଦ୍ର ସରକାର। ଏଥିପାଇଁ ମୂଳଦୁଆ ପଡ଼ିସାରିଛି। ଶୁକ୍ରବାର ବିହାରର ସୀତାମଢ଼ିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଜାନକୀ…

ନାବାଳିକା ଝିଆରିକୁ ଦୁଷ୍କର୍ମ, ଗର୍ଭବତୀ କରିବା ଅଭିଯୋଗରେ ପିଉସା ଗିରଫ

ଜଳେଶ୍ୱର : ନାବାଳିକା ଝିଆରିକୁ ଦୁଷ୍କର୍ମ । ଗର୍ଭବତୀ କରିବା ଅଭିଯୋଗରେ ସମ୍ପର୍କୀୟ ପିଉସା ଗିରଫ । ପିଉସା-ଝିଆରୀ ସମ୍ପର୍କରେ ଲାଗିଲା କଳଙ୍କର ଛିଟା । ବାଲେଶ୍ବର ଜିଲ୍ଲା ସିଂଲା ଥାନା ଭାନୁପୁରରେ ଅଭିଯୁକ୍ତ ପିଉସାକୁ କାବୁ କରି ରାତି ସାରା ବାନ୍ଧି…

ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗ: ବୟସ ସୀମା ୪ ବର୍ଷ କୋହଳ

ଭୁବନେଶ୍ବର: ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗରେ ସର୍ବାଧିକ ବୟସସୀମା ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ । ସର୍ବାଧିକ ବୟସ ସୀମା କୋହଳ ନେଇ ହୋଇଥିବା ପିଟିସନ ଉପରେ ଆସିଲା ରାୟ । ସର୍ବାଧିକ ବୟସ ସୀମା ୪ ବର୍ଷ କୋହଳ…

ଚାରିଧାମ ଯାତ୍ରା ପାଲଟିଲା କାଳ: ୩୫ ବର୍ଷ ପରେ ମିଳନ, ପ୍ରକୃତି କୋଳରେ ହଜିଗଲେ ୨୪ ସ୍କୁଲ ସାଙ୍ଗ

ପୁଣେ: ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ଓ ଭୟଙ୍କର ଭୂସ୍ଖଳନ ଯୋଗୁଁ ସ୍ଥିତି ସଙ୍ଗୀନ ରହିଛି। ଶହ ଶହ ରାସ୍ତା ଭାସିଯାଇଥିବା ବେଳେ ଯୋଗାଯୋଗ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଏହି କାରଣରୁ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ପ୍ରବଳ ବାଧା ସୃଷ୍ଟି…

ରାହୁଲ ଗାନ୍ଧୀଙ୍କୁ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ କମିଶନରଙ୍କ ନୋଟିସ

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କୁ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ କମିଶନର ନୋଟିସ। ଭୋଟର ତାଲିକାରେ ହେରଫେରକୁ ନେଇ ଲଗାଇଥିବା ଅଭିଯୋଗର ପ୍ରମାଣ ଦେବା ପାଇଁ ନୋଟିସ ହୋଇଛି। କର୍ଣ୍ଣାଟକର ଲୋକସଭା ନିର୍ବାଚନ ସମୟରେ ଭୋଟର ତାଲିକାରେ ହେରଫେର ହୋଇଥିବା କଂଗ୍ରେସ ନେତା ରାହୁଲ…

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା: ଭାଇ-ଭଉଣୀର ସ୍ନେହ ଓ ସମର୍ପଣର ଅନନ୍ୟ ପରମ୍ପରା

ପୁରୀ : ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା | ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ ସମଗ୍ର ଭାରତରେ ପାଳନ ହେଉଥିବା ରାକ୍ଷୀ ପୂର୍ଣ୍ଣିମାର ଏକ ସ୍ୱତନ୍ତ୍ର ଓ ଅନନ୍ୟ ଝଲକ ଦେଖିବାକୁ ମିଳେ ଶ୍ରୀକ୍ଷେତ୍ର ପୁରୀରେ। ଏଠାରେ ଏହି ପର୍ବକୁ "ଗହ୍ମା…

ଯୁବତୀ ଜିଅନ୍ତା ଜଳିଯିବା ଘଟଣା, ଆତ୍ମହତ୍ୟା ଭଳି ଲାଗୁଛି କହିଲେ ଏସପି

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଏସପି ସିଦ୍ଧାର୍ଥ କାଟାରିଆ । ଏସପି କହିଛନ୍ତି ଯେ ପ୍ରଥମେ ଏହା ହତ୍ୟା ନା ଆତ୍ମହତ୍ୟା ତଦନ୍ତ କରୁଛୁ । ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଭଳି ଜଣାପଡିଛି…

‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ବର ୭।୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ । ଭୁବନେଶ୍ବର ଜନତା ମଇଦାନରେ କାର୍ଯ୍ୟକ୍ରମରେ ଯୋଗଦେଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । କାର୍ଯ୍ୟକର୍ମର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ହାଇଓ୍ବା ଚାପାରେ ଚାଲିଗଲା ବାପା-ଝିଅଙ୍କ ଜୀବନ

ପାରାଦୀପ: ବାପା- ଝିଅଙ୍କ ଉପରେ ଚଢ଼ିଗଲା ହାଇଓ୍ବା। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ କୋଠିଆସାହି ନିକଟରେ। ଉତ୍ୟକ୍ତ ଗ୍ରାମବାସୀ ରାସ୍ତା ଅବରୋଧ କରିଥିବାବେଳେ ପୋଲିସ ପହଁଞ୍ଚି ଉତ୍ୟକ୍ତ ଲୋକଙ୍କୁ…

କେନ୍ଦ୍ରାପଡା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

କେନ୍ଦ୍ରାପଡା : କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିରୋଧୀ ବିଜୁ ଜନତା ଦଳ । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ ପୁଲିସ ଆରମ୍ଭରୁ…