August 2025

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ ଆଲୋଚନା ବେଳେ ରାଜ୍ୟ ଓ କେନ୍ଦ୍ର ସମନ୍ବୟ ଉପରେ ଗୁରୁତ୍ବ, ବିକାଶମୂଳକ କାର୍ଯ୍ୟକୁ ତ୍ବରାନ୍ବିତ, ମହାନଦୀ…

ଆହୁରି ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆହୁରି ୫ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ଦିନ ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ଘଡଘଡି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀଙ୍କୁ ଭେଟି ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ମିଳିଥିବା ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଦାନ କରିଥିଲେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ…

ଚଳିତମାସ ଶେଷରେ ଚୀନ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଏହି ମାସ ଶେଷ ବେଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ ଗସ୍ତ କରିବେ । ଏହାସହ ଜାପାନ ମଧ୍ୟ ଯିବେ, ଦ୍ୱିପାକ୍ଷୀକ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଜାପାନ ଗସ୍ତ କରୁଥିବା ବେଳେ ସାଂଘାଇ ସହଯୋଗ ସଂଗଠନର ବୈଠକରେ ଯୋଗ…

FM ମାମଲା: ଆଉ ୧୪ ଦିନ ବିଚାର ବିଭାଗୀୟ ହାଜତ ଅବଧି ବୃଦ୍ଧି କଲେ କୋର୍ଟ

ବାଲେଶ୍ବର : ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା । ବଢିଲା ଗିରଫ ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ବିଚାର ବିଭାଗୀୟ ହାଜତ ଅବଧି । ୧୪ ଦିନ ବଢ଼ିଲା ଅଧକ୍ଷ ଦିଲ୍ଲୀପ ଘୋଷ ଓ ଅଧ୍ୟାପକ ସମୀର ସାହୁଙ୍କ ବିଚାର ବିଭାଗୀୟ…

ଓଡ଼ିଆରେ ନାମ ଫଳକ ନଲେଖିଲେ ୫୦୦ ଫାଇନ

ଭୁବନେଶ୍ୱର: ଓଡ଼ିଶାର ଭାଷାଗତ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପାଇଁ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ବୁଧବାର ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁଥିରେ ପୌର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ଥିବା ସମସ୍ତ…

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ଭୁବନେଶ୍ୱର : :ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ପରେ ସୁରେଶ ପୂଜାରୀଙ୍କୁ ସେଜନ୍ୟମୂଳକ ସାକ୍ଷାତ କରିଛନ୍ତି ଶୋଭନା ମହାନ୍ତି । ସରକାର ଯେଉଁ ଗୁରୁ…

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମି ଠାରୁ ୪୭ କିଲୋମିଟର ଗଭୀର ରହିଛି । ଏଥିରେ ଧନଜୀବନ ହାନୀ…

ଏନକାଉଣ୍ଟରରେ ଟପ୍ ମାଓବାଦୀ କମାଣ୍ଡର ନିହତ

ରାଞ୍ଚି: ଝାଡ଼ଖଣ୍ଡର ଗୁମଲା ଜିଲ୍ଲାରେ ବୁଧବାର ସକାଳେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ପିପୁଲ୍ସ ଲିବରେସନ ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଲଏଫଆଇ)ର ଜଣେ ଟପ୍ କମାଣ୍ଡର ନିହତ ହୋଇଛନ୍ତି। ସେ ମୋଷ୍ଟ ୱାଣ୍ଟେଡ ଥିବା ବେଳେ ତାଙ୍କ ଉପରେ ୧୫ ଲକ୍ଷ ଟଙ୍କାର…

ଉତ୍ତରକାଶୀରେ ବାଦଲଫଟା ବର୍ଷା; ୨୮ ପର୍ଯ୍ୟଟକ ନିଖୋଜ

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା ପରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରାକୃତିକ ବିପର୍ଯ୍ୟୟରେ କେରଳର ୨୮ଜଣ ପର୍ଯ୍ୟଟକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ପର୍ଯ୍ୟଟକଙ୍କ ସମ୍ପର୍କୀୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କେରଳର ୨୮ ଜଣ…