ଘର ଭିତରୁ ସ୍ତ୍ରୀ, ବାହାରୁ ସ୍ବାମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଝରିଗାଁ: ଘର ଭିତରୁ ମହିଳାଙ୍କ ମୃତଦେହ ଜବତ ହୋଇଛି। ମହିଳାଙ୍କ ସ୍ବାମୀଙ୍କ ମୃତଦେହ ଘର ବାହାରୁ ଜବତ କରିଛି ପୁଲିସ। ଦଂପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ନବରଙ୍ଗପୁରଜିଲ୍ଲା ଝରିଗାଁ ବ୍ଲକ ଧୋଡ୍ରା ପଞ୍ଚାୟତ ଅନ୍ତର୍ଗତ ସାନ ଭିମାଡ଼ା ଗ୍ରାମରେ…

ରାଷ୍ଟ୍ରପତି ଭବନରେ ହେବାକୁ ଥିବା ନୈଶ ଭୋଜିରେ ଯୋଗଦେବାକୁ ଆଦିବାସୀ ମହିଳାଙ୍କୁ ମିଳିଲା ନିମନ୍ତ୍ରଣ

ରାଇରଙ୍ଗପୁର : ଆସନ୍ତା ୧୫ ଅଗଷ୍ଟ ୨୦୨୫ ସ୍ଵାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଜଣେ ସାଧାରଣ ଆଦିବାସୀ ମହିଳା ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି । ସୂଚନା…

ଓଡ଼ିଶାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି, ପ୍ରଚଳିତ ଆଇନ ବ୍ୟବସ୍ଥା ଯଥେଷ୍ଟ ନୁହେଁ କି ବୋଲି ପ୍ରଶ୍ନ ଉଠାଇଲେ ଗଣେଶ୍ବର

ଭୁବନେଶ୍ବର ୫।୮: ଆଇନଶୃଙ୍ଖଳା ନେଇ କ’ଣ ଏମିତି ଆବଶ୍ୟକତା ପଡ଼ିଲା ଯେ, ଓଡ଼ିଶା ସରକାର ୟୁପି ମଡେଲରେ ଆଇନ ଆଣିବାକୁ କହୁଛନ୍ତି ବୋଲି ବିଜେଡି ବିଧାୟକ ଗଣେଶ୍ବର ବେହେରା କହିଛନ୍ତି । ଓଡ଼ିଶାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି । ପ୍ରଚଳିତ ଆଇନ ବ୍ୟବସ୍ଥା ଯଥେଷ୍ଟ ନୁହେଁ କି ବୋଲି ଗଣେଶ୍ବର ପ୍ରଶ୍ନ ଉଠାଇଛନ୍ତି । ଅପରାଧୀ ମାନଙ୍କୁ…

ଝାରସୁଗୁଡ଼ା ବିମାନବନ୍ଦର ନିର୍ଦ୍ଦେଶକଙ୍କ ନାଁରେ ଏତଲା, ସହଯୋଗୀ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ ଅଭିଯୋଗ

ଝାରସୁଗୁଡ଼ା ୫।୮: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର ନିର୍ଦ୍ଦେଶକଙ୍କ ନାଁରେ ଏତଲା । ଏୟାରପୋର୍ଟ ଥାନାରେ ନିର୍ଦ୍ଦେଶକ ସନ୍ଦୀପ ତିଓ୍ବାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି । ସହଯୋଗୀ କର୍ମଚାରୀ ସନ୍ଦୀପ କୁମାର ମିଞ୍ଜଙ୍କୁ ମାଡ଼ ମାରିବା ସହ ଖରାପ ଭାଷାରେ…

ସୋଭନା ମହାନ୍ତି ନୂଆ ମହିଳା କମିଶନ ଅଧ୍ୟକ୍ଷା, ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି ।…

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା, ପଶ୍ଚିମଦ୍ଵାରର ନିକଟରୁ ଧରାପଡ଼ିଲେ ବଙ୍ଗୀୟ ଯୁବକ

ପୁରୀ: ପୁଣି ହିଡେନ କ୍ୟାମେରା। ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା ବେଳେ ପୁଲିସ ଅଟକାଇଥିଲେ। ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା…

ଜଳସେଚନ ପ୍ରକଳ୍ପରେ ତାଲା, ବର୍ଷିଲେ ପୂର୍ବତନ ମନ୍ତ୍ରୀ

ଟିଟିଲାଗଡ଼ : ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଚଳିତ ବର୍ଷ ସ୍ୱଳ୍ପ ବୃଷ୍ଟିପାତ ନେଇ ଚାଷୀଙ୍କ ଧାନ ଦରମରା ହେଲାଣି । ବିହୁଡା, ରୁଆ ବେଉଷଣ କାର୍ଯ୍ୟ ଠପ ହୋଇରହିଛି । ଏଭଳିକ୍ଷେତ୍ରରେ ପୂର୍ବ ସରକାରଙ୍କ ଦ୍ୱାରା ନିର୍ମିତ୍ତ ନିର୍ବାଚନ ମଣ୍ଡଳୀର…

କଟକ ନୂଆବଜାରରେ ଫୁଟିଲା ଗୁଳି, ପୂର୍ବଶତ୍ରୁତାରୁ ଯୁବକଙ୍କୁ ଗୁଳିମାରିଲେ ଦୁର୍ବୃତ୍ତ

କଟକ ୦୫।୦୮ : ପାର୍ବଣ ପୂର୍ବରୁ କଟକରେ ଗୁଳିକାଣ୍ଡ । କଟକ ନୂଆବଜାର ପୋଲ ଉପରେ ଜଣେ ଯୁବକଙ୍କୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଯେଉଁଥିରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ ଗୁରୁତର ହୋଇଛନ୍ତି । ଗୁରୁତର…

ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ଜିଲ୍ଲପାଳମାନଙ୍କୁ ଚିଠି

ଭୁବନେଶ୍ବର: ପ୍ରତ୍ୟେକ ଜିଲ୍ଲାର ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ, ଓଡ଼ିଶା ସରକାର ସମସ୍ତ ଜିଲ୍ଲପାଳମାନଙ୍କୁ ଚିଠି ପ୍ରେରଣ କରିଛନ୍ତି। ସମସ୍ତ ରାଜସ୍ବ କାର୍ଯ୍ୟାଳୟର ତଳ କର୍ମଚାରୀଙ୍କଠାରୁ ଆରମ୍ଭ କରି…

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ…