ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଧମକକୁ ଭାରତର ବେଖାତିର୍; ଦେଲା ମୁହଁତୋଡ଼ ଜବାବ
ନୂଆଦିଲ୍ଳୀ:ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଧମକ୍ । ଥରେ ନୁହେଁ କି ଦୁଇ ଥର ନୁହେଁ ବାରମ୍ବାର ଭାରତକୁ ଟାରିଫ୍ ର ଧମକ୍ ଦେଇ ଚାଲିଛନ୍ତି ଟ୍ରମ୍ପ । ଅତିରିକ୍ତ ଶୁଳ୍କ ଲଗାଇବାର ଧମକ ପରେ ଭାରତ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ…
