ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର, ୯ ରେ ଜୟପୁରରୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି
ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ…
