August 2025

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା, ସାମ୍ନାକୁ ଆସିବ ବଳଙ୍ଗା ସତ

ଭୁବନେଶ୍ୱର : ବଳଙ୍ଗା ସତ ନିଶ୍ଚିତ ସାମ୍ନାକୁ ଆସିବ। ଖୁବ ଶୀଘ୍ର ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୋଲିସ ପ୍ରଶାସନ ନିଷ୍ଠାର ସହ ତଦନ୍ତ କରୁଥିବା ସେ କହିଛନ୍ତି । ପୀଡ଼ିତାଙ୍କ ପରିବାର ଏକ ଗରିବ…

ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ; ରାହୁଲଙ୍କୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: “ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ।” ଶୁଣାଣି ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏଭଳି କହିଲେ ସୁପ୍ରିମକୋର୍ଟ। ‘ଭାରତ ଯୋଡୋ ଯାତ୍ରା’ ସମୟରେ ରାହୁଲ କରିଥିବା ଦାବିକୁ ନେଇ ସୁପ୍ରିମକୋର୍ଟ ତାଙ୍କ ଉପରେ ବର୍ଷିଥିବା…

ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆବେଦନ ଆରମ୍ଭ

ଭୁବନେଶ୍ବର: ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆଜିଛୁ ଆବେଦନ ଆରମ୍ଭ।ରାଜ୍ୟରେ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଏଥିରେ ମନୋନୀତ…

ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ଜଣେ ପ୍ରମୁଖ ଆଦିବାସୀ ନେତା ଥିଲେ । ଆଦିବାସୀ ଅବହେଳିତ ଲୋକଙ୍କ ଅଧିକାର ଲଢେଇ ପାଇଁ…

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଘଟଣା, ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଉଭୟ ଛାତ୍ର

ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀଙ୍କୁ ଜୀବନ ହାରିବା ପାଇଁ ଉସକାଇଥିଲେ ଦୁଇ ଛାତ୍ର । ଛାତ୍ରୀ ଆତ୍ମାହୁତି ପଛରେ ମାଷ୍ଟର ମାଇଣ୍ଡ ଦୁଇ ଛାତ୍ର ନେତା । ୨୦ ଦିନ ପରେ ଉଭୟଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ତା…

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ, ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଉ ନାହାନ୍ତି ଶିବୁ ସୋରେନ । ଆରପାରିରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ । ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଶିବୁ ସୋରେନ । ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଆଖି ବୁଜିଲେ । ତେବେ…

୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ

ନୂଆଦିଲ୍ଲୀ : ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ) ୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରିଛି। ଏହି ଔଷଧଗୁଡ଼ିକ ଅନେକ ବଡ଼ ଫାର୍ମା କମ୍ପାନୀ ଦ୍ୱାରା ବିକ୍ରି କରାଯାଏ ଏବଂ ଏଥିରେ ଆଣ୍ଟି-ଇନଫ୍ଲେମେଟୋରି, ହୃଦରୋଗ, ଆଣ୍ଟିବାୟୋଟିକ୍, ମଧୁମେହ ଏବଂ…

ଭୂକମ୍ପ ଝଟକାରେ ପୁଣି ଥରିଲା ରୁଷ, ସୁନାମୀ ସତର୍କତା ଜାରି

ରୁଷରେ ରବିବାର ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ରୁଷର କୁରିଲ ଦ୍ଵୀପ ଏବଂ କାମଚାତକାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜର୍ମାନୀ ଭୂବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା କୁରିଲ ଦ୍ଵୀପରେ ୬.୭…

ପଥର ଖଣିରେ ଦୁର୍ଘଟଣା; ୬ ଓଡ଼ିଶା ଶ୍ରମିକ ମୃତ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ଯେଉଁଥିରେ ଅତି କମରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ୬ ଛଅ ଜଣ ଓଡ଼ିଶାର ବାସିନ୍ଦା…

ତେଜସ୍ବୀ ଯାଦବଙ୍କୁ ନୋଟିସ ପଠାଇଲେ ନିର୍ବାଚନ କମିସନ

ନୂଆଦିଲ୍ଲୀ : ଦୁଇଟି ଭୋଟର ପରିଚୟ ପତ୍ର ନମ୍ବର ମାମଲାରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ବଡ଼ ଅଡ଼ୁଆରେ ଫସି ଯାଇଛନ୍ତି। ନିର୍ବାଚନ କମିସନ ତାଙ୍କୁ ଏହି ମାମଲାରେ ନୋଟିସ ପଠାଇଛନ୍ତି।…