ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ; ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଦିଗପହଣ୍ଡି ବିଧାୟକ ତଥା ଓଲିଉଡ୍ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ଘଟିଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଦ୍ଧାନ୍ତଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ…
