ଜାପାନରେ ପ୍ରଧାନମନ୍ତ୍ରୀ: କହିଲେ ଦ୍ରୁତ ଅର୍ଥନୀତି ଆଡକୁ ଅଗ୍ରସର ହେଉଛି ଭାରତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାପାନ ଗସ୍ତରେ ଯାଇଛନ୍ତି । ସେଠାରେ ୧୫ତମ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦୀ । ଟୋକିଓରେ ଇଣ୍ଡିଆ-ଜାପାନ ଅର୍ଥନୀତି ଫୋରମ୍ କୁ ସମ୍ବୋଧନ କରି ମୋଦୀ କହିଛନ୍ତି ଭାରତରେ ପୁଞ୍ଜି ନିବେଶ ପାଇଁ…
