ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରସଙ୍ଗ, ମେୟର କହିଲେ- ଏହା ଆରମ୍ଭ ମାତ୍ର

କଟକ: ବିଳମ୍ବରେ ଅଫିସ ଆସିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କ ଉପରେ ଆକ୍ସନ ହୋଇଛି। ନୂଆ କମିସନର କିରନଦୀପ କୌର ସହୋତା ଜଣେ ଯୁଗ୍ମ କମିସନର ଏବଂ ୩୦ କର୍ମଚାରୀଙ୍କୁ କାରଣ…

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ।  ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ…

୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

ଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । କଂଗ୍ରେସ ଏହି…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 12th ଫେଲ୍ ଶ୍ରେଷ୍ଠ ଫିଚର ଫିଲ୍ମ, ଶାହରୁଖ ଖାନ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ ଫିଲ୍ମ ପାଇଁ…

୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅଞ୍ଚଳରୁ ୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ବରାଳ ଗ୍ରାମ ନିକଟରେ ଥିବା ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରୁ ଜବତ ହୋଇଛି ୧୨୨ ଗ୍ରାମର ବ୍ରାଉନ ସୁଗାର ।‌ ଅବକାରୀ…

କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ ଲାଇନଚ୍ୟୁତ

କାନପୁର : ଉତ୍ତରପ୍ରଦେଶର କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ (ଟ୍ରେନ୍ ନମ୍ବର ୧୫୨୬୯) ଲାଇନଚ୍ୟୁତ ହୋଇଛି। ପନକି ଷ୍ଟେସନରୁ ଭାବପୁର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଲାଇନ ନମ୍ବର-୪ରେ ପ୍ରବେଶ କରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।…

ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା, ପାଞ୍ଚ ଦଫା ଦାବି ନେଇ ରାଜରାସ୍ତାରେ

ଭୁବନେଶ୍ବର : ଭୁବନେଶ୍ବରର ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କ୍ଲଷ୍ଟର ରିସୋର୍ସ ପର୍ସନ ଫର କମ୍ୟୁନିଟି ମୋବିଲାଇଜେନସ ବା ସିଆରପି-ସିଏମ୍ ପକ୍ଷରୁ ବିକ୍ଷୋଭ। ପାଞ୍ଚ ଦଫା ଦାବି ନେଇ ରାଜରାସ୍ତାକୁ…

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଏନେଇ ଅଗଷ୍ଟ ୭ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ନାମାକଙ୍କନ ଦାଖଲ କରି ପାରିବେ । ଏହାପରେ…

‘ମୁଁ ଅତୁଲ ସୁବାଷ ନୁହେଁ, ଶେଷ ପର୍ଯ୍ୟନ୍ତ ଲଢ଼େଇ କରିବି’

ଭୁବନେଶ୍ୱର: ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହେଲେ OAS ସାର୍ଥକ ସୌରଭ ମହାପାତ୍ର । ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ । ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ…

ଖୋଲିବ ବଡ଼ମ୍ବା ଚିନିକଳ ! କେନ୍ଦ୍ରୀୟ ଟିମ-ଜିଲ୍ଲା ପ୍ରଶାସନ ଆଲୋଚନା

କଟକ : ବଡ଼ମ୍ବା ଚିନିକଳ ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି । ଏହା କହିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାଏବ ସିନ୍ଦେ। ଗତକାଲି କେନ୍ଦ୍ରୀୟ ଟିମ ବଡ଼ମ୍ବାରେ ସୁଗାର ମିଲ ବୁଲି ଜିଲ୍ଲା ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ସହ ବିସ୍ତୃତ…