ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ନବମ ଶେଣ୍ରୀର ଛାତ୍ରୀର ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଟୁଇଟ୍ କରି ମୋହନ ମାଝୀ କହିଛନ୍ତି, ବଳଙ୍ଗା ଘଟଣାରେ…