୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ
ନୂଆଦିଲ୍ଲୀ : ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ) ୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରିଛି। ଏହି ଔଷଧଗୁଡ଼ିକ ଅନେକ ବଡ଼ ଫାର୍ମା କମ୍ପାନୀ ଦ୍ୱାରା ବିକ୍ରି କରାଯାଏ ଏବଂ ଏଥିରେ ଆଣ୍ଟି-ଇନଫ୍ଲେମେଟୋରି, ହୃଦରୋଗ, ଆଣ୍ଟିବାୟୋଟିକ୍, ମଧୁମେହ ଏବଂ…