ହଷ୍ଟେଲ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦିଆଯିବ ‘ଡିଜିଟାଲ୍ ହେଲଥ୍ କାର୍ଡ’: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର : ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ୍ ହେଲଥ କାର୍ଡ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର । ଡିଜିଟାଲ୍ ହେଲଥ କାର୍ଡ ମାଧ୍ୟମରେ ଜାଣିହେବ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା । ଏନେଇ ଗଣଶିକ୍ଷା ବିଭାଗ ଯୋଜନା…