୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ! ଆଜି ୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା
ଭୁବନେଶ୍ୱର : ୧୩ରେ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି । ଦକ୍ଷିଣ ପଶ୍ଚିମ ଆଡ଼କୁ…