ମଣିଷ ପାଇଁ ବିପଦ ବାର୍ଡ ଫ୍ଲୁ ଭୂତାଣୁର ମ୍ୟୁଟେସନ୍: ଆଇଆଇଏସ୍ସି
ବେଙ୍ଗାଲୁରୁ: ଭାରତୀୟ ବିଜ୍ଞାନ ପ୍ରତିଷ୍ଠାନ (ଆଇଆଇଏସ୍ସି)ର ଗବେଷକମାନେ ଜାଣିବାକୁ ପାଇଛନ୍ତି ଯେ ଏଚ୍୫ଏନ୍୧ (ବାର୍ଡ ଫ୍ଲୁ) ଭୂତାଣୁ ନିର୍ଦ୍ଦିଷ୍ଟ ମ୍ୟୁଟେସନ୍ କାରଣରୁ ମଣିଷ ପାଇଁ ସମ୍ଭାବ୍ୟ ବିପଦ ହୋଇପାରେ। ଆଇଆଇଏସ୍ସିର ବାୟୋକେମିଷ୍ଟ୍ରି ବିଭାଗର ସହକାରୀ ପ୍ରଫେସର କେଶବର୍ଦ୍ଧନ ସାନୁଲାଙ୍କ ନେତୃତ୍ୱରେ ଗବେଷକମାନେ…
