ମଝି ଆକାଶରେ ବିମାନର ଇଞ୍ଜିନରେ ଭୟଙ୍କର ଅଗ୍ନିକାଣ୍ଡ: ସୁରକ୍ଷିତ ଭାବେ ହେଲା ଜରୁରୀକାଳୀନ ଅବତରଣ

ମଝି ଆକାଶରେ ବିମାନରେ ଲାଗିଲା ନିଆଁ । ଗ୍ରୀସରୁ ଜର୍ମାନୀ ଯାଉଥିବାବେଳେ କଣ୍ଡୋର ଏୟାରୱେଜ୍ ଫ୍ଲାଇଟର ଡାହାଣ ଇଞ୍ଜିନରୁ ନିଆଁ ବାହାରିଥିଲା । ଫଳରେ ଜରୁରୀକଳୀନ ଅବତରଣ କରାଯାଇଥିଲା । ଅଘଟଣ ସମୟରେ ଫ୍ଲାଇଟରେ ୩୦୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବାର ସୂଚନା…

ଜନ୍ମାଷ୍ଟମୀ ଶୋଭାଯାତ୍ରାରେ ଅଘଟଣ, ରଥ ସହିତ ବିଦ୍ୟୁତ ତାର ଲାଗିବାରୁ ୫ ମୃତ

ହାଇଦ୍ରାବାଦ : ହାଇଦ୍ରାବାଦର ରାମନ୍ଥପୁର ଅଞ୍ଚଳରେ ବଡ଼ ଅଘଟଣ । ଜନ୍ମାଷ୍ଟମୀ ଶୋଭାଯାତ୍ରା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୫ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୪ ଜଣ ଗୁରୁତର ରହିଛନ୍ତି । ଘଟଣାଟି ରାମନ୍ଥପୁର ଅଞ୍ଚଳର ଗୋପାଳ ନଗରରେ ହୋଇଛି…

ପୁଣି ମୁହାଁମୁହି ହେବେ ଭାରତ-ପାକିସ୍ତାନ: ଯେ କୌଣସି ସମୟରେ ଭାଙ୍ଗିପାରେ ଅସ୍ତ୍ରବିରତି

ୱାଶିଂଟନ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଉପରେ ଆମେରିକା ଗମ୍ଭୀର ଚିନ୍ତା ପ୍ରକାଶ କରିଛି। ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ କହିଛନ୍ତି ଯେ, ଆମେ ଉଭୟ ଦେଶର ପରିସ୍ଥିତି ଉପରେ ପ୍ରତିଦିନ ନଜର ରଖୁଛୁ, କାରଣ ଭାରତ…

ଶାନ୍ତି ପାଇଁ ଆଜି ଆଲୋଚନା ହେବ ଟ୍ରମ୍ପ-ଜେଲେନସ୍କି ମଧ୍ୟରେ

ନୂଆଦିଲ୍ଲୀ: ଆଜି ହ୍ୱାଇଟ ହାଉସରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ମଧ୍ୟରେ ଆଲୋଚନା ହେବାକୁ ଯାଉଛି । ରୁଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ବନ୍ଦ କରି ଶାନ୍ତି ଫେରାଇ ଆଣିବା ପାଇଁ ଉଭୟ ନେତାଙ୍କ…

ମୁମ୍ବାଇରେ ହାଇଆଲର୍ଟ: ଲଗାଣ ବର୍ଷା ଯୋଗୁଁ ସ୍କୁଲ ଓ କଲେଜ ବନ୍ଦ ପାଇଁ ଜାରି ହେଲା ଆଡଭାଇଜରି

ମୁମ୍ବାଇ : ଲଗାଣ ବର୍ଷାରେ ବୁଡ଼ିଲା ମାୟାନଗରୀ । ଲଗାତାର ତୃତୀୟ ଦିନରେ ମୁମ୍ବାଇରେ ମୁଷଳଧାରା ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଫଳରେ ଦେଶର ଆର୍ଥିକ ସହରର ବହୁ ଅଞ୍ଚଳ ଜଳମଗ୍ନ ହୋଇଛି । IMD ପକ୍ଷରୁ ମୁମ୍ବାଇ…

ମୋଦିଙ୍କୁ ଫୋନ୍ ଯୋଗେ ଆଲାସ୍କାରେ ଟ୍ରମ୍ପଙ୍କ ସହ ଆଲୋଚନା ବିଷୟରେ କଥା ହେଲେ ପୁଟିନ

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । ଆଲାସ୍କାରେ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ହୋଇଥିବା ଆଲୋଚନା ବାବଦରେ ପୁଟିନ ସୂଚନା ଦେଇଛନ୍ତି । ରୁଷ ରାଷ୍ଟ୍ରପତିଙ୍କ ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ମହିଳା ସାଂସଦଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ: ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲେ ସାଂସଦ

ଭୁବନେଶ୍ୱର :  ମହିଳା ସାଂସଦଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ । ଧମକ ପରେ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କଲେ ସାଂସଦ ।  ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ସୋସିଆଲ ମିଡିଆରେ ଧମକ ମିଳିଛି । …

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ; ସିପି ରାଧାକୃଷ୍ଣନ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ।ରବିବାର ବିଜେପି ସଂସଦୀୟ ଦଳ ବୈଠକରେ ତାଙ୍କ ନାମ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ବିଜେପି ସଂସଦୀୟ ବୋର୍ଡର ଏକ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ସଭାପତି ଜେପି ନଡ୍ଡା, କେନ୍ଦ୍ର…

ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସୁସ୍ଥ ଅଛନ୍ତି ନବୀନ । ଆଜି ହସପିଟାଲରୁ ଡିସଚାର୍ଜ ହେବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୁସ୍ଥ ଥିବା ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି ନବୀନ ପଟ୍ଟନାୟକ। ଡାକ୍ତରଙ୍କୁ ମୁଁ ସୁସ୍ଥ ଅଛି କହିଲେ। ଡାକ୍ତରଙ୍କୁ ମୁଁ…

ଝାରସୁଗୁଡ଼ାରେ ବାଘ ପାଦଚିହ୍ନ ଦେଖି ଭୟଭୀତ ଅଞ୍ଚଳବାସୀ

ଝାରସୁଗୁଡା: ଝାରସୁଗୁଡ଼ାରେ ବାଘ ଆତଙ୍କ ।  ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଲକରେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଛି । ଲଇକେରା ଓ ସମ୍ବଲପୁର ଜିଲ୍ଲା ବାମରାର ସୀମାବର୍ତ୍ତି ଭୁକୁଲାପଡ଼ା, ଗଞ୍ଜୁଡ଼ିହି, କରଲାଖମନ୍ , ଜାମ୍ମାଲ ଆଦି ସ୍ଥାନରେ ବାଘର ପାଦ ଚିହ୍ନ…