ଭାରତ ପାଇଁ ଆମେରିକାର ନୂଆ ରାଷ୍ଟ୍ରଦୂତ ସର୍ଗିଓ ଗୋର୍
ୱାଶିଂଟନ,୨୩ା୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇତିମଧ୍ୟରେ ସର୍ଗିଓ ଗୋରଙ୍କୁ ଭାରତ ପାଇଁ ନୂଆ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ୩୮ ବର୍ଷୀୟ ସର୍ଗିଓ ବର୍ତ୍ତମାନ ହ୍ବାଇଟ ହାଉସରେ ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତାଭାବେ କାର୍ଯ୍ୟରତ ଅଛନ୍ତି। ସର୍ଗିଓଙ୍କୁ ଟ୍ରମ୍ପ ନିଜର ଅନ୍ତରଙ୍ଗ ସହଯୋଗୀ…
