ଆତ୍ମସମର୍ପଣ କଲେ ୮ ନକ୍ସଲ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦୀ କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଆଜି ସକାଳେ ୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଛତିଶଗଡର ବିଜାପୁର ଅଂଚଳର ୮ ଜଣ ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି।…

ପୁରୀ ଏସପି ଭାବେ ଦାୟିତ୍ଵ ଗ୍ରହଣ କଲେ ପ୍ରତୀକ ସିଂହ

ପୁରୀ : ପୁରୀର ନୂତନ ଏସପି ଭାବେ ପ୍ରତୀକ ସିଂହ ଆଜି ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ।  ବିଦାୟୀ ଏସପି ତଥା ଉତ୍ତରାଞ୍ଚଳ ଡିଆଇଜି ହୋଇଥିବା ପିନାକ ମିଶ୍ରଙ୍କ ଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଥିଲେ । ଦାୟିତ୍ବ…

ଫସଲ ଜଗିଥିବା ବେଳେ ଦମ୍ପତିଙ୍କୁ ଦଳି ଦେଲା ହାତୀ

ପଦ୍ମପୁର : ସ୍ୱାମୀ-ସ୍ତ୍ରୀଙ୍କୁ ଦଳିଲା ହାତୀ । ବରଗଡ ଜିଲ୍ଲା ପାଇକମାଲ ଥାନା ଟେମରି ପଂଚାୟତର ଧନ୍ଦୁପାଲି ଗାଁରେ ଅଘଟଣ । ଗତକାଲି ରାତିରେ ଫସଲ ଜଗିବା ପାଇଁ ବାରି ପଛପଟେ ଶୋଇଥିବା ବେଳେ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ହାତୀ ଦଳିଛି। ଫଳରେ…

ମେଡିକାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ

ସୁନ୍ଦରଗଡ଼: ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ । ସୁନ୍ଦରଗଡ଼ ଟାଉନଥାନା ସରକାରୀ ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରେଗୀ । ଆଜି ଡିସଚାର୍ଜ ହୋଇଥାନ୍ତେ । କିନ୍ତୁ ମେଡିକାଲ କଲେଜର ତୃତୀୟ ମହଲାରୁ ଡେଇଁ ଜୀବନ ହାରିଛନ୍ତି। ଏହାର କାରଣ…

ରାଜସ୍ବ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ, ଆଜିଠୁ କାର୍ଯ୍ୟରେ ଯୋଗଦେବେ କର୍ମଚାରୀ

ଭୁବେନଶ୍ବର: ଆନ୍ଦୋଳନ ସ୍ଥଗିତ ରଖିଲା ରାଜସ୍ବ ଅମଲା ସଂଘ । ସରକାରଙ୍କ ପ୍ରତିଶୃତି ପରେ ହଟିଲା ଆନ୍ଦୋଳନ। ୧୫ ଦିନ ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଛି। ଆଜିଠୁ କାର୍ଯ୍ୟରେ ଯୋଗଦେବେ ଅମଲା କର୍ମଚାରୀ । ବନ୍ୟା ସ୍ଥିତି ଓ ପାର୍ବଣକୁ ଦୃଷ୍ଟିରେ…

ରାଜ୍ୟରେ ‘ଆମ ଶାସନ’ ଆରମ୍ଭ ; ଏଣିକି ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ଓ ଅଧିକାରୀ

ଭୁବନେଶ୍ଵର : ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କ ଠାରୁ ମତାମତ ନେବେ ସରକାର। ଜନତାଙ୍କ ନିକଟରେ ସମସ୍ତ ସରକାରୀ ସେବା କିପରି ପହଞ୍ଚିବ ଯୋଜନାର…

ୟୁଟ୍ୟୁବର ନିଖୋଜ; ବାରହା ପଥର ଜଳପ୍ରପାତକୁ ବଣଭୋଜି କରିବାକୁ ଯାଇଥିଲେ

ପୋଲସରା : ବଣଭୋଜି କରିବାକୁ ଯାଇ ୟୁଟ୍ୟୁବର ନିଖୋଜ । ସଂପୃକ୍ତ ୟୁଟ୍ୟୁବ ବ୍ଳଗର ଜଣଙ୍କ ନରେନ୍ଦ୍ର ସାହୁ । ତାଙ୍କ ଘର ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ । ଗଞ୍ଜାମ ଜିଲ୍ଲା ପାତ୍ରପୁରର ବୁରାତାଲ ପଞ୍ଚାୟତ ପର୍ଯ୍ୟଟନ ସ୍ଥଳ ମହେନ୍ଦ୍ରଗିରି…

ଜିଅନ୍ତା ଜଳିଗଲେ ଦମ୍ପତି; ଅଳ୍ପକେ ବର୍ତ୍ତିଲା ୯ ମାସର ଶିଶୁ ପୁତ୍ର

ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାପା…

ଚାଷୀଙ୍କୁ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

ଭୁବନେଶ୍ବର: ଅଗଷ୍ଟ ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି । ୨୮ ତାରିଖ ‘ନୂଆଁଖାଇ’ ପଡୁଥିବାରୁ ଏହାର…

ନୂଆଖାଇ ଉପଲକ୍ଷେ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ…