ପାଲେଷ୍ଟାଇନକୁ ଫ୍ରାନ୍ସର ସ୍ବୀକୃତି

ଜାତିସଂଘ: ମଙ୍ଗଳବାରଠାରୁ ଜାତିସଂଘ ସାଧାରଣ ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ଅବସରରେ ଫ୍ରାନ୍ସ ପକ୍ଷରୁ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ରଭାବେ ସ୍ବୀକୃତି ପ୍ରଦାନ କରାଯାଇଛି। ଏଥିସହିତ ହମାସ୍‌ (ପାଲେଷ୍ଟାଇନରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ) ବିରୋଧରେ ଚାଲିଥିବା ଯୁଦ୍ଧ ବନ୍ଦ କରିବାକୁ…

ଭାରତ-ପାକ୍‌ ସମେତ ୭ ଯୁଦ୍ଧ ବନ୍ଦ କରିଛି: ଟ୍ରମ୍ପ

ନ୍ୟୁୟର୍କ: ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସହିତ ବିଶ୍ବର ୭ଟି ଯୁଦ୍ଧକୁ ବନ୍ଦ କରିଥିବାର ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ମଙ୍ଗଳବାର ନ୍ୟୁୟର୍କରେ ଆୟୋଜିତ ଜାତିସଂଘ ସାଧାରଣ ପରିଷଦର ୮୦ତମ ସମାବେଶକୁ ସମ୍ବୋଧନ କାଳରେ ଟ୍ରମ୍ପ…

ବର୍ଷାରେ ବେହାଲ କୋଲକାତା, ସର୍ଟସର୍କିଟ ଯୋଗୁଁ ୧୧ ମୃତ

କୋଲକାତା: ଭୀଷଣ ବର୍ଷାରେ କୋଲକାତା ଠପ୍ । ମାତ୍ର କିଛି ଘଣ୍ଟାର ବର୍ଷା କୋଲକାତା ସହରର ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି । ବର୍ଷା ଯୋଗୁଁ ବିଦ୍ୟୁତ ସର୍ଟସର୍କିଟ ହୋଇ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ରାସ୍ତା ଉପରେ ଚାଲୁଛି ୩…

ଟ୍ରେନ ଧକ୍କାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ

ରାଉରକେଲା: ଟ୍ରେନ ଧକ୍କାରେ ଗଲା ଦୁଇ ଭାଇଙ୍କ ଜୀବନ । ରାଉରକେଲା ବାସନ୍ତୀ କଲୋନୀ ନିକଟରେ ଟ୍ରେନ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ସ୍ଥାନୀୟ ହରିପୁର ବସ୍ତିର ବୋଲି ସୂଚନା ମିଳିଛି । ରେଳ ଲାଇନ ପାର ହେଲା…

ବିଧାନସଭାରେ ଶୀତଳ ଭଣ୍ଡାର ତାତି

ଭୁବନେଶ୍ୱର : ବିଧାନସଭାରେ ଶୀତଳ ଭଣ୍ଡାର ତାତି।  ଶୀତଳ ଭଣ୍ଡାର ନିର୍ମାଣକୁ ନେଇ ଦୁଇ ରାଜା ମୁହାମୁହିଁ।  ଯେଉଁ ସରକାର ସାର ଯୋଗାଇ ପାରିଲେନି, ଶୀତଳଭଣ୍ଡାର କେମିତି କରିବେ କହିଲେ ବୋଲି ପ୍ରଶ୍ନକାଳରେ ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ।…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପୂଜା ପାଇଁ ଆଗୁଆ ମିଳିବ ଦରମା

ଭୁବନେଶ୍ୱର : ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ,…

ତେଲନଦୀରେ ଫସିଥିବା ଦୁଇ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କଲେ ଅଗ୍ନିଶମ ବାହିନୀ

ନବରଙ୍ଗପୁର: ଛେଳି ଚରାଇବାକୁ ଯାଇଥିବା ସମୟରେ ତେଲନଦୀରେ ଫସିଲେ ଦୁଇ ବ୍ୟକ୍ତି । ଆଉ ଏ ଖବର ନିଆଁ ଭଳି ସାରା ଅଞ୍ଚଳରେ ବ୍ୟାପିଗଲା । ଯାହାପରେ ସ୍ଥାନୀୟ ବାସିନ୍ଦା ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି…

ସାର ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଚାଷୀ; ବୁଝାସୁଝା ପରେ ହଟିଲା ରାସ୍ତାରୋକ

ହରଭଙ୍ଗା :ବୌଦ୍ଧ ଜିଲ୍ଲାରେ ସାର ପାଇଁ ପୁଣି ଥରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ। ଖୁଣ୍ଟବନ୍ଧଠାରେ ଚାଷୀମାନେ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ପରେ ପୁଲିସ୍‌ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ଚାଷୀ ଙ୍କ ଅଭିଯୋଗ ଅନୁଯାୟୀ ଚାଷୀ…

ଜାତୀୟ ଚଳଚିତ୍ର ଉତ୍ସବରେ ପୁଷ୍କରାକୁ ଶ୍ରେଷ୍ଠ ଓଡିଆ ଚଳଚିତ୍ର ପୁରସ୍କାର, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଜାତୀୟ ଚଳଚିତ୍ର ଉତ୍ସବରେ ପୁଷ୍କରାକୁ ଶ୍ରେଷ୍ଠ ଓଡିଆ ଚଳଚିତ୍ର ପୁରସ୍କାର ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ଚଳଚ୍ଚିତ୍ର ସହ ଜଡିତ ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଓଡିଆ ଚଳଚ୍ଚିତ୍ର ଜଗତ ଏପରି ଉତ୍ତମ…

୨୦ ଲକ୍ଷ ଟଙ୍କା ପାଇଁ ଶୁଭମିତ୍ରାଙ୍କୁ ହତ୍ୟା: ଆଇନମନ୍ତ୍ରୀ

ଭୁବନେଶ୍ଵର: ୨୦ ଲକ୍ଷ ଟଙ୍କା ପାଇଁ ପୁଲିସ୍‌ କନଷ୍ଟେବଳ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଛି। ଆଜି ବିଧାନସଭାରେ ମୁଲତବୀ ଆଲୋଚନାବେଳେ ଏହା କହିଛନ୍ତି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ଦୀପକ ପ୍ରଥମ ପତ୍ନୀ ଅପର୍ଣ୍ଣା ପ୍ରିୟଦର୍ଶିନୀକୁ ମଧ୍ୟ ହତ୍ୟା କରିଥିଲା। ବୀମା ଅର୍ଥ ପାଇବାକୁ…