ଇଟାନଗରରେ ୫୧୨୫ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୋଦି

ଅରୁଣାଚଳ ପ୍ରଦେଶ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅରୁଣାଚଳ ପ୍ରଦେଶ ଏବଂ ତ୍ରିପୁରା ଗସ୍ତରେ ରହିଛନ୍ତି । ସକାଳୁ ରାଜଧାନୀ ଇଟାନଗରରେ ୫୧୦୦କୋଟିରୁ ଅଧିକ ଟଙ୍କାର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିରେ ସିଓମ…

ପୋରବନ୍ଦରରେ ସମୁଦ୍ର ଭିତରେ ଜଳିଗଲା ଜାହାଜ

ଗୁଜରାଟ : ସମୁଦ୍ର ମଝିରେ ଭୟଙ୍କର ନିଆଁ । ସମୁଦ୍ର ମଝିରେ ଥିବା ଜାହାଜ ହୁତୁହୁତୁ ହୋଇ ଜଳୁଛି । ଗୁଜରାଟ ପୋରବନ୍ଦରରେ ସମୁଦ୍ର ଭିତରେ ଜାହାଜରେ ଲାଗିଲା ନିଆଁ । ସୁଭାଷନଗର ଜେଟିରେ କାର୍ଗୋ ସିପରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡ…

ଖାଇବା ଆଣିବାକୁ ଯାଉଥିଲାବେଳେ ଦୁର୍ଘଟଣାରେ ଚାଲିଗଲା ୩ ଛାତ୍ରଙ୍କ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଗ୍ରେଟର ନୋଏଡା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଅଘଟଣ ପାଣି ଟ୍ୟାଙ୍କର ଏବଂ ବାଇକ୍ ମଧ୍ୟରେ ଧକ୍କା ହେବା ଫଳରେ ଘଟିଛି…

ପିଓକେ ଉପରେ ଆକ୍ରମଣ କରିବାର ଆବଶ୍ୟକତା ନାହିଁ; ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦୁଇ ଦିନିଆ ମରକ୍କୋ ଗସ୍ତରେ ଅଛନ୍ତି । ଏହି ଗସ୍ତକୁ ଭାରତ ଏବଂ ମରକ୍କୋ ମଧ୍ୟରେ ପ୍ରତିରକ୍ଷା ସହଯୋଗକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି। ତାଙ୍କ ଗସ୍ତ…

ପାଲେଷ୍ଟାଇନକୁ ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା, ଘୋଷଣାପତ୍ର ଜାରି କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ପାଲେଷ୍ଟାଇନକୁ  ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା । ଅଷ୍ଟେଲିଆ, ବ୍ରିଟେନ୍ ଓ  କାନାଡା ମିଳିତ ଭାବେ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ର ଭାବେ ମାନ୍ୟତା ପ୍ରଦାନ କରିଛନ୍ତି । ଏନେଇ ଏକ ଘୋଷଣାପତ୍ର ଜାରି  କରିଛନ୍ତି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିସ୍ ।…

ରାତିରେ ଶୋଇଥିବା ବେଳେ କାନ୍ଥ ଭୁଶୁଡ଼ି ଦମ୍ପତି ମୃତ, ଝିଅ ଗୁରୁତର

ଜଳେଶ୍ବର: ଜଳେଶ୍ବରରୁ ଆସିଛି ଏକ ହୃଦୟ ବିଦାରକ ଘଟଣା ।  କାନ୍ଥ ଭୁଶୁଡ଼ି ଦମ୍ପତି ମୃତ ଏବଂ ଝିଅ ଗୁରୁତର। ଜଳେଶ୍ବର ବସ୍ତା ଥାନା ମହାଦେବ ସରାଇ ଗାଁରେ ଅଘଟଣ । ରାତିରେ ଶୋଇଥିବା ବେଳେ ଭୁଶୁଡ଼ିଲା କାନ୍ଥ । ଘଟଣାସ୍ଥଳରେ…

ଥାନାରେ ଥାର୍ଡ ଡିଗ୍ରୀ: ଆତ୍ମହତ୍ୟା କଲେ ଅଭିଯୁକ୍ତ !

ଥାନା ଭିତରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ଦିଆଯିବାରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। କଟକ ଜିଲା ଚୌଦ୍ଵାର ଥାନାରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ପୁଲିସର ଅମାନୁଷିକ ମାଡ଼ ସହି ନ ପାରି ଅଭିଯୁକ୍ତ ଆତ୍ମହତ୍ୟା କରିଥିବା ତାଙ୍କ…

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ

ଫୁଲବାଣୀ: ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫୁଲବାଣୀ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥି ସହିତ ଦୋଷୀଙ୍କୁ ୫୫ ହଜାର ଟଙ୍କାର ଜରିମାନା କରାଯାଇଛି । ଜରିମାନା ଅନାଦେୟ…

ଦୁର୍ଘଟଣାରେ ବାପା-ପୁଅ ଓ ଝିଅ ମୃତ, ମାଆ ଗୁରୁତର

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ନୂଆଦେହେଲି ନିକଟରେ ଭ୍ୟାନ୍ ଧକ୍କାରେ ବାପା, ୬ ବର୍ଷର ପୁଅ ଏବଂ ୧୨ ବର୍ଷର ଝିଅର ମୃତ୍ୟୁ ଘଟିଛି। ମାଆଙ୍କୁ ଗୁରୁତର ଅବସ୍ଥାରେ ନର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ସୋମବାର…

ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ଆତ୍ମହତ୍ୟା କରିଛନ୍ତି ୨୨ ଛାତ୍ରଛାତ୍ରୀ

ଭୁବେନଶ୍ବର: ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଇଛି। ଗତ ୧୫ ମାସ ମଧ୍ୟରେ ୨୨ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର ଏଭଳି ଉଦବେଗଜନକ ତଥ୍ୟ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟିକା ସୋଫିଆ…