ଦୁଇ ବାଇକ ମୁହାଁମୁହିଁ, ୩ ମୃତ

ନୟାଗଡ଼: ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୟାଗଡ଼ ଜିଲା ଓଡ଼ଗା ଥାନା ଅନ୍ତର୍ଗତ ଗୋଡ଼ିପଲ୍ଲୀ ଛକ ନିକଟରେ ମଙ୍ଗଳବାର ଏଭଳି ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ…

ନାଲକୋ କାର୍ଯ୍ୟାଳୟରେ ସିବିଆଇ ଚଢ଼ାଉ

ଭୁବନେଶ୍ଵର: ନାଲକୋ କାର୍ଯ୍ୟାଳୟରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ସିବିଆଇ ପକ୍ଷରୁ ୨ ଜଣ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି।…

ବଡଦାଣ୍ଡରେ ରହିବନି ମଦ ଦୋକାନ- ଆଇନ ମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରର ୧କିଲୋମିଟର ପରିଧି ଓ ବଡଦାଣ୍ଡରେ ରହିବନି ମଦ ଦୋକାନ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବଡଦାଣ୍ଡକୁ ସଂଯୋଗ କରୁଥିବା ଛୋଟ ଛୋଟ ରାସ୍ତାରେ ଆମିଷ ବିକ୍ରି ବନ୍ଦ ରହିବ । ମନ୍ତ୍ରୀ କହିଛନ୍ତି ଯେ…

ଶ୍ରୀମନ୍ଦିରରେ ଭିଆଇପିଙ୍କ ଦର୍ଶନ ପାଇଁ ନୀତି ବିଭ୍ରାଟ

ପୁରୀ: ଶ୍ରୀମନ୍ଦିରରେ ବାରମ୍ବାର ନୀତି ବିଭ୍ରାଟ ହେଉଥିବା ବେଳେ ହଜାରେ ବର୍ଷର ପରମ୍ପରା ଭଙ୍ଗ ହେଉଛି। ରବିବାର ରାତିରେ ମହାପ୍ରଭୁଙ୍କ ଚନ୍ଦନ ଲାଗି ପରେ ଭକ୍ତ ବାହାର କାଠ ଡେଇଁ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଯାହାକୁ…

ଠକେଇରୁ ବର୍ତ୍ତିଲେ ୧୨୦ ପୋଲିସ SI ପରୀକ୍ଷାର୍ଥୀ, ଓଡ଼ିଶା ପୋଲିସର ହେଲ୍ପ ଲାଇନ୍ ନମ୍ବର ଜାରି

ବ୍ରହ୍ମପୁର: ପୋଲିସ SI ପରୀକ୍ଷାର୍ଥୀଙ୍କୁ ଠକେଇ ଉଦ୍ୟମ ! ବଡ଼ ଠକେଇରୁ ବର୍ତ୍ତିଲେ ୧୨୦ ଜଣ ପୋଲିସ SI ପରୀକ୍ଷାର୍ଥୀ । ହାଇଦ୍ରାବାଦର ଏକ ସଂସ୍ଥା ମିଡିଲମ୍ୟାନ ମାଧ୍ୟମରେ ଫସାଇଥିଲା । ହାଇଦ୍ରାବାଦ ଯାଉଥିଲାବେଳେ ପରୀକ୍ଷାର୍ଥୀଙ୍କୁ ଉଦ୍ଧାର କରିଛି ପୋଲିସ । ପୋଲିସ…

ସ୍ଥଗିତ ହେଲା ପୋଲିସ SI ପରୀକ୍ଷା

ଭୁବନେଶ୍ବର: ଓଡ଼ିଶାରେ ହେବାକୁ ଥିବା ପୋଲିସ SI ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ରେ ହୋଇଥାନ୍ତା ପରୀକ୍ଷା । ପରବର୍ତ୍ତୀ ସମୟରେ ଆଗାମୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି…

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର  : ପ୍ରବଳ ବର୍ଷାରେ ଭିଜିବ ଦଶହରା ।  ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କେନ୍ଦ୍ରୀୟ ବଙ୍ଗୋପସାଗରର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏହା ଅକ୍ଟୋବର ୦୨ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ…

ଦୂର୍ଗା ପୂଜା ପେଣ୍ଡାଲରେ ମହିଳାଙ୍କ ଦେହରେ ଲାଗିଗଲା ନିଆଁ

ରାଉରକେଲା : ରାଉରକେଲା ଶକ୍ତିନଗର ଦୂର୍ଗା ପୂଜା ପେଣ୍ଡାଲରେ ନିଆଁ ଲାଗି ମହିଳା ଗୁରୁତର ।  ଅଷ୍ଟମୀ ପୂଜା ବେଳେ ଦୀପରୁ ନିଆଁ ଲାଗି ଶାଢୀରେ ଲାଗିଥିବା ସୂଚନା ।  ପ୍ରାୟ ଷାଠିଏ ବର୍ଷର ମହିଳା ଦୀପ ଲଗାଉଥିବା ବେଳେ ନିଆଁ ଲାଗି…

ନିଖୋଜ ନାବାଳକର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଞ୍ଜନଗର: ନାବାଳକକୁ ମାରି ଫିଙ୍ଗିଦେଲେ । ନିଖୋଜ ନାବାଳକର ମୃତଦେହ ଉଦ୍ଧାର । ଗଂଜାମ ଜିଲ୍ଲା ଗଙ୍ଗାପୁର ଥାନା ଖଣ୍ଡରାବଳୀ ଗାଁ ନିକଟ କାଜୁ ଜଙ୍ଗଲରୁ ନାବାଳକର ମୃତଦେହ ଠାବ ହୋଇଛି । ମୃତ ଛାତ୍ର ନବମ ଶ୍ରେଣୀରେ ଛାତ୍ର ଅମର ବିଷୋୟୀ…

ଭୁବନେଶ୍ବରର ୭ ସ୍ଥାନରେ ହେବ ରାବଣ ପୋଡ଼ି

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବିଜୟା ଦଶମୀ ଅବସରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ ଥାନା), ବାଙ୍କୁଆଲ…