ଘସିପୁ୍ରାରେ ବ୍ୟାପୁଛି ଝାଡ଼ାବାନ୍ତି, ଦୁଇ ମୃତ
ଆନନ୍ଦପୁର : ଝାଡ଼ାବାନ୍ତି ଆତଙ୍କ । ଦୁଇ ମୃତ ,ଅନେକ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଜିଲ୍ଲା ସ୍ବାସ୍ଥ୍ଯ ଟିମ୍ ପହଞ୍ଚି ପରଖିଲା ସ୍ଥିତି। କେନ୍ଦୁଝର ଜିଲ୍ଲା ଘସିପୁ୍ରା ବ୍ଲକ ଗଡବାନ୍ଧଗୋଡା ପଞ୍ଚାୟତ ପଟିଲୋ ଗାଁରେ ଝାଡ଼ାବାନ୍ତି ଲାଗି ରହିଛି । …
