କଳିଙ୍ଗା ଘାଟି ଭୂସ୍ଖଳନ : ମରାମତି ପ୍ରାୟ ୭ ଦିନ ଲାଗିବ!

କନ୍ଧମାଳ : କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟଣାର ମରାମତି ଲାଗି ପ୍ରାୟ ୭ ଦିନ ସମୟ ଲାଗିବ। ଘାଟି ମରାମତି ପାଇଁ ନିୟୋଜିତ ହୋଇଥିବା ଏନ୍‌ଏଚ୍‌ଆଇର ପ୍ରମୁଖ ଅଧିକାରୀ ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଅସ୍ଥାୟୀ ଭାବେ ମରାମତି…

ମାଟି ତଳୁ ବାହାରିଲା କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ

ଭୁବନେଶ୍ୱର : ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ମାଟି ତଳୁ ଅଖାରେ ବନ୍ଧା ଯାଇଥିବା ଅବସ୍ଥାରେ ପୁଲିସ୍‌ ଶୁଭମିତ୍ରାଙ୍କ ମୃତଦେହକୁ ବାହାର କରିଛି। କେନ୍ଦୁଝର ପୁଲିସ୍…

ଜୋତା ପିନ୍ଧି ନ ଥିବାରୁ ଛାତ୍ରଙ୍କୁ ମାଡ ମାରି ଗେଟ୍‌ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ

ରଣପୁରଗଡ଼: ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୋତା ପିନ୍ଧି ଆସି ନ ଥିବାରୁ ପିଲାଙ୍କୁ ମାଡ ମାରିବା ସହିତ ଗେଟ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବୁଧବାର ସକାଳ ପ୍ରାୟ ୭ଟାରେ…

ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ରାୟଗଡା : ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳାଙ୍କ ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର । ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ହେଲେ ମା ଓ ଶିଶୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଗୋଷ୍ଠୀ…

ନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚର ରେଡ୍

ବଲାଙ୍ଗିର: ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚ। ନକଲି ସାର୍ଟିଫିକେଟ ମାମଲାରେ ଖୋଳତାଡ଼।  ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା।  ଅତିରିକ୍ତ ଏସ୍ ପି ବିକାଶ ରଞ୍ଜନ ବେଉରିଆଙ୍କ ନେତୃତ୍ବରେ ରେଡ୍ ଚାଲିଛି । ନକଲି ସାର୍ଟିଫିକେଟରେ କିଛି ଶିକ୍ଷକ…

ପଲିଥିନ୍ ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ବିଏମସିର ଅପିଲ୍

ଭୁବନେଶ୍ୱର: ଦୁର୍ଗାପୂଜାରେ ପଲିଥିନ୍ କ୍ୟାରି ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି)  ଅପିଲ୍ କରିଛି।  ପ୍ଲାଷ୍ଟିକର ବ୍ୟବହାର ଏବଂ ଅଳିଆ ଆବର୍ଜନାକୁ ରୋକିବା ପାଇଁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ ଏଭଳି ପଦକ୍ଷେପ ଗ୍ରହଣ କରିଛି ।…

ରତ୍ନଭଣ୍ଡାର ସବ୍ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ: ରତ୍ନ ଅଳଙ୍କାର ସ୍ଥାନାନ୍ତର ନେଇ ନିଆଯିବ ନିଷ୍ପତ୍ତି

ପୁରୀ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସବ୍ କମିଟି ର ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ ।  ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ।‌  ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ କିଭଳି ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ସେନେଇ ବୈଠକରେ ନିଆଯିବ ନିଷ୍ପତ୍ତି…

ଓକିଲାତି ପେଶାରୁ ନିଲମ୍ବିତ ହେଲେ ଅର୍ଚ୍ଚନା ନାଗ

ଭୁବନେଶ୍ୱର : ଅର୍ଚ୍ଚନା ନାଗ ଓକିଲାତି ପେଶାରୁ ନିଲମ୍ବିତ ।  ନିଲମ୍ବନ କଲେ ରାଜ୍ୟ ଆଇନଜୀବୀ ପରିଷଦ।  ତଥ୍ୟ ଗୋପନ ରଖି ଓକିଲାତି ଲାଇସେନ୍ସ ହାତେଇ ଥିଲେ ଅର୍ଚ୍ଚନା ।  ତାଙ୍କ ନାମରେ କୌଣସି ଫୌଜଦାରୀ ମାମଲା ନ ଥିବା ଦର୍ଶାଇ ଥିଲେ। …

ତହସିଲଦାରଙ୍କ ପରେ କୁଚିଣ୍ଡା ରାଜସ୍ୱ ନିରୀକ୍ଷକ ନିଲମ୍ବିତ

ଭୁବନେଶ୍ୱର: ଜମି ବିବାଦ ମାମଲାରେ ହେରଫେର ଅଭିଯୋଗରେ ସମ୍ବଲପୁର କୁଚିଣ୍ଡାର ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ପରେ ଏବେ କୁଚିଣ୍ଡା ରାଜସ୍ବ ନିରୀକ୍ଷକ ନିଲମ୍ବିତ ହୋଇଛନ୍ତି। ସମ୍ବଲପୁରଜିଲ୍ଲା କୁଚିଣ୍ଡା ଉପଖଣ୍ଡ ସଦର ତହସିଲଦାର ଜମି ପଟାମାଲିକାନା ସତ୍ତ୍ଵ…

’ଡିଜେ ଗାଡ଼ି ନାଁରେ ଟ୍ରାଫିକ ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର: ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଚିନ୍ତାପ୍ରକଟ କରିଛନ୍ତି । ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ…