ବର୍ଷା ଯୋଗୁ ମାନ୍ଦା ହୋଇପାରେ ଦଶହରା ; ୨୫ ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏ‌କ ଲଘୁଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ବା ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ…

ବଢିଲା ଆୟକର ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ :  ଆୟକର ବିଭାଗ ଆଇଟିଆର୍ ଫାଇଲ କରୁଥିବା ଲୋକଙ୍କ ପାଇଁ ଏକ ଆଶ୍ୱସ୍ତି ଖବର ଆଣିଛନ୍ତି। ଆଇଟିଆର୍ ଦାଖଲ କରିବାର ତାରିଖକୁ ଆଉ ଏକ ଦିନ ବୃଦ୍ଧି କରାଯାଇଛି। ଅର୍ଥାତ୍, ଆପଣ ୧୬ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଆୟକର ରିଟର୍ଣ୍ଣ…

ମେଘାଳୟରେ ଏକାସଙ୍ଗେ ୮ ମନ୍ତ୍ରୀ ଦେଲେ ଇସ୍ତଫା

ମେଘାଳୟ : ମେଘାଳୟରେ ରାଜନୈତିକ ସ୍ଥିତି ଏବେ ବହୁ ଉତ୍ଥାନ ପତ୍ତନ ଦେଇ ଗତିକରୁଛି। ୧୨ ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୮ ଜଣ ମନ୍ତ୍ରୀ ହଠାତ୍‌ ଆଜି ଇସ୍ତଫା ଦେଇଛନ୍ତି । ତେବେ ସବୁଠାରୁ ଗୁରୁତ୍ଵପୂର୍ଣ୍ଣ କଥା ହେଉଛି ସେଥିମଧ୍ୟରୁ ଅଧିକାଂଶ…

୧୧ ବର୍ଷର ପୁଅକୁ ଧରି ୧୩ ମହଲାରୁ ଡେଇଁଲେ ମହିଳା

ନୂଆଦିଲ୍ଲୀ: ଗ୍ରେଟର ନୋଏଡାର ଏସ ସିଟି ସୋସାଇଟିର ୧୩ ମହଲାରୁ ୩୭ ବର୍ଷୀୟା ମହିଳା ସାକ୍ଷୀ ଚାୱଲାଙ୍କ ସହ ତାଙ୍କ ୧୧ ବର୍ଷୀୟ ଦିବ୍ୟାଙ୍ଗ ପୁଅ ଡେଇଁ ଜୀବନ ହାରିଥିବା ଅଭିଯୋଗ ହୋଇଛି। ସକାଳ ପ୍ରାୟ ୧୦ଟା ସମୟରେ ସ୍ଥାନୀୟ ଲୋକମାନେ…

ଡେରାଡୁନ୍‌ରେ ବାଦଲଫଟା ବର୍ଷା; ୨ରୁ ୩ ଲୋକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଡେରାଡୁନ୍‌: ଡେରାଡୁନ୍‌ରେ ପୁଣି ବାଦଲଫଟା ବର୍ଷା। ଉତ୍ତରାଖଣ୍ଡର ବିଭିନ୍ନ ସ୍ଥାନରେ ରାତିସାରା ପ୍ରବଳ ବର୍ଷା ଯୋଗୁଁ ରାସ୍ତା, ଘର ଏବଂ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଡେରାଡୁନ-ହରିଦ୍ୱାର ଜାତୀୟ ରାଜପଥରେ ଥିବା ଏକ ପୋଲର ଏକ ଅଂଶ ଭୁଶୁଡ଼ି ପଡ଼ି ପାଣିରେ ବୁଡ଼ି…

ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

ନୂଆଦିଲ୍ଲୀ: ବନତାରା ମାମଲାର ତଦନ୍ତ କରୁଥିବା ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ଗୁଜୁରାଟର ଜାମନଗର ସ୍ଥିତ ପ୍ରାଣୀ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ବନତାରାକୁ କ୍ଲିନ୍ ଚିଟ୍ ଦେଇଛି। ସୁପ୍ରିମକୋର୍ଟର ବିଚାରପତି ପଙ୍କଜ ମିଥଲ ଏବଂ ପି.ବି. ବରାଲେଙ୍କ ଖଣ୍ଡପୀଠ ଏସଆଇଟି…

ଉତ୍ତରାଖଣ୍ଡରେ ମୌସୁମୀର ତାଣ୍ଡବ, JCB ରେ ଯାଇ ଘଟଣାସ୍ଥଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଧାମି

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ମୌସୁମୀ ତାଣ୍ଡବ ରଚିଛି । ଡେରାଡୁନର ସସ୍ତଧାରାଠାରେ ବାଦଲ ଫଟା ବର୍ଷା ଯୋଗୁଁ ଅରାଜକତା ଦେଖାଦେଇଛି । ଅନେକ ଲୋକ ନିଖୋଜ ଥିବା ସୂଚନା ମଧ୍ୟ ମିଳିଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଡେରାଡୁନର ମାଲଦେବତା-କେସରୱାଲା ଅଞ୍ଚଳରେ…

ବେଟିଂ ଆପ୍ ମାମଲା: ଯୁବରାଜ ସିଂ, ରବିନ ଉଥପ୍ପା ଓ ସୋନୁ ସୁଦଙ୍କୁ ଇଡି ସମନ

ନୂଆଦିଲ୍ଲୀ : ବେଆଇନ ବେଟିଂ ଆପ୍ ସହିତ ଜଡିତ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ । ଏହି ମାମଲାରେ ଅନେକ ନାମୀଦାମୀ ପରିଚିତ ଲୋକଙ୍କୁ ପଚରାଉଚରା କରୁଛି ଇଡି । ଇଡି ସ୍କାନରେ ଏବେ ଯୁବରାଜ ସିଂ, ରବିନ ଉଥପ୍ପା ଏବଂ ଅଭିନେତା…

ଶସ୍ତାରେ ପାଇବେ କ୍ଷୀର, ଲିଟର ପିଛା ୨ ଟଙ୍କା ହ୍ରାସ

ନୂଆଦିଲ୍ଲୀ: ସରକାରଙ୍କ ଦ୍ବାରା GST ସଂସ୍କାର ଘୋଷଣା ପରେ ଏହାର ବଡ଼ ପ୍ରଭାବ ଦେଖିବାକୁ ମିଳିଛି । ମଦର ଡେରୀ କ୍ଷୀରର ମୂଲ୍ୟ ହ୍ରାସ ହୋଇଛି । ଯାହା ଗ୍ରାହକମାନଙ୍କୁ ବଡ଼ ଆଶ୍ବସ୍ତି ଦେଇଛି । ୨୨ ସ‌ପ୍ଟେମ୍ବରରୁ ନୂତନ GST…

ନାସିକର ଏକ ଘରୋଇ ବିଦ୍ୟାଳୟକୁ ବୋମା ଧମକ

ନାସିକ : ମହାରାଷ୍ଟ୍ର ନାସିକର ଏକ ପ୍ରାଇଭେଟ ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଧମକ ମିଳିବା ପରେ ସ୍କୁଲରେ ଆତଙ୍କ ଖେଳିଯାଇଥିଲା । ପୋଲିସ ମାମଲାର ଯାଞ୍ଚ କରୁଛି । କିନ୍ତୁ କୌଣସି ସନ୍ଦିଗ୍ଧ ବସ୍ତୁ କିଛି ମିଳିନାହିଁ ।…