ପ୍ରତ୍ୟେକ ପ୍ୟାକିଂରେ ପୁରୁଣା ମୂଲ୍ୟ ସହ ସଂଶୋଧିତ ନୂଆ ମୂଲ୍ୟ ତୁରନ୍ତ ଉଲ୍ଲେଖ କରିବାକୁ ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ନିକଟରେ ଜିଏସ୍ଟି ପରିଷଦ ବୈଠକରେ ଦ୍ରବ୍ୟ ଓ ସେବାକର(ଜିଏସଟି) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ହୋଇଥିବା ସଂଶୋଧନକୁ ତୃଣମୂଳସ୍ତରରେ ଗ୍ରାହକମାନେ ଯେଭଳି ପାଇପାରିବେ ସେନେଇ ଗୁରୁତ୍ୱ ଦିଆଯାଉଛି । ଏହି ପ୍ରରିପେକ୍ଷିରେ…
