ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ମୋହନ ଯାଦବ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍ ର…
