ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ଯୋଗଦେଲେ ଧନଖଡ଼

ନୂଆଦିଲ୍ଲୀ: ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍। ନବନିର୍ବାଚିତ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ…

ମୋଦିଙ୍କ ମାଆଙ୍କୁ ନେଇ ବିବାଦ ଥମୁନି: ଏଆଇ ଭିଡିଓ ପୋଷ୍ଟ କଲା ବିହାର କଂଗ୍ରେସ

ପାଟନା: ବିହାର ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମାଆ ହୀରାବେନଙ୍କୁ ନେଇ ରାଜନୈତିକ ବିବାଦ ଥମିବାର ନାଁ ନେଉନାହିଁ। ପୂର୍ବରୁ କଂଗ୍ରେସର ଭୋଟର ଅଧିକାର ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ବିରୋଧରେ ଅପମାନଜନକ…

ଦିଲ୍ଲୀ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ, ଖାଲି କରାଗଲା କୋର୍ଟ ପରିସର

ବମ୍ବେ: ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିଛି । ଯାହା ଉଭୟ ହାଇକୋର୍ଟରେ ହଇଚଇ ସୃଷ୍ଟି କରିଛି । ଧମକପୂର୍ଣ୍ଣ ମେଲ୍ ପାଇବା ପରେ ପୋଲିସକୁ ହାଇକୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କୋର୍ଟ ପରିସରକୁ…

ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କୁ ୨୭ ବର୍ଷ କାରାଦଣ୍ଡ

ବ୍ରାଜିଲ୍: ପୂର୍ବତନ ରାଷ୍ଟ୍ରପତି କାଟିବେ ସଜ୍ଜା । ୨୭ ବର୍ଷ କଟିବ ଜେଲରେ । ଏବେ ଜେଲ ହେଲା ତାଙ୍କ ଠିକଣା । ଦେଶର ପ୍ରଥମ ନାଗରିକ ଯିଏ ଶାସନ ଗାଦିରେ ବସି ଦେଶ କଥା ବୁଝିଥିଲେ । ଅପରାଧ କେସରେ ଜେଲରେ…

ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡାଇ ଦେବାକୁ ମେଲ୍‌ ଯୋଗେ ଧମକ

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡାଇଦେବାକୁ ଶୁକ୍ରବାର ମେଲ୍‌ ଯୋଗେ ଧମକ ମିଳିଛି । ପୂର୍ବରୁ ଦିଲ୍ଲୀ ସ୍କୁଲ୍‌କୁ ବୋମା ଧମକ ମିଳିବା ପରେ ଏବେ ହାଇକୋର୍ଟକୁ ମିଳିଛି ଧମକ । ମେଲ୍‌ ପାଇବା ମାତ୍ରେ ପୁଲିସ ଓ ବୋମା…

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସିପି ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ : ସିପି ରାଧାକ୍ରିଷ୍ଣନ ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଗଣତନ୍ତ୍ର ମଣ୍ଡପରେ ଶପଥ ଗ୍ରହଣ କରିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ରାଷ୍ଟ୍ରପତି ଭବନର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର…

ଉଡ଼ାଣ ଭରିବା ବେଳେ ଖସିପଡ଼ିଲା ସ୍ପାଇସଜେଟ ବିମାନର ଚକ, ଅଳ୍ପକେ ବର୍ତ୍ତିଲା ୭୫ ଯାତ୍ରୀଙ୍କ ଜୀବନ

ଗୁଜରାଟ : ଗୁଜରାଟ କାଣ୍ଡଲାରୁ ମୁମ୍ବାଇ ଯାଉଥିବା ସ୍ପାଇସଜେଟ ବିମାନ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ବିମାନଟି ଉଡ଼ାଣ ଭରିବା ମାତ୍ରେ ଗୋଟିଏ ଚକ ଖସିପଡିଥିଲା । ବିମାନରେ ୭୫ ଜଣ ଯାତ୍ରୀ ରହିଥିଲେ । ତେବେ ବିମାନଟି ସୁରକ୍ଷିତ ଭାବେ ଅବତରଣ…

ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ ମନ୍ତବ୍ୟ, ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ

ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଦେଇଛନ୍ତି ଏକ ବଡ଼ ମନ୍ତବ୍ୟ ।  ମୁଖ୍ୟ ବିଚାରପତି ବି ଆର ଗଭାଇ କହିଛନ୍ତି ଯେ ଯଦି ଏନସିଆର ସହରଗୁଡ଼ିକର ବାୟୁ ସଫା କରିବାର ଅଧିକାର ଅଛି, ତେବେ ଅନ୍ୟ ସହରର ଲୋକମାନଙ୍କୁ କାହିଁକି ନୁହେଁ…

ବିହାର ନିର୍ବାଚନ ପାଇଁ ବିଜେପି ପ୍ରସ୍ତୁତ, କର୍ମୀମାନଙ୍କୁ ଉତ୍ସାହିତ କରିବେ ମୋଦି, ଅମିତ, ନଡ୍ଡା

ବିହାର : ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ବିଜେପି ।  ଗତ ସପ୍ତାହରେ ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ଦଳର ନେତାମାନଙ୍କ ସହ ଏକ ଲମ୍ବା ବୈଠକ କରିଥିଲେ ।  ବିଧାନସଭାଭିତ୍ତିକ ରଣନୀତି ଏବଂ ପ୍ରସଙ୍ଗଗୁଡ଼ିକ ସ୍ଥିର କରାଯାଇଛି । …

ଶୋଇଥିବା ବେଳେ ଛାତ୍ରଙ୍କ ଆଖିରେ ଅଠା ପକାଇ ଦେଲେ, ୮ ଗୁରୁତର

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡ଼ା ସେବାଶ୍ରମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । କିଛି ଛାତ୍ରଙ୍କ ଆଖିରେ କେହି ଅଠା ପକାଇଦେବାରୁ ୮ ଅନ୍ତେବାସୀ ଗୁରୁତର ହୋଇଥିବା ଜଣାଯାଇଛି ।  ଗୁରୁତର ୮ ଜଣ ଛାତ୍ରଙ୍କୁ ଚିକିତ୍ସା ପାଇଁ…