ପୋଲିସ ଗୁଳିରେ ୨ ହାର୍ଡକୋର ମାଓବାଦୀ ନିହତ
ମାଲକାନଗିରି : ୨ ହାର୍ଡକୋର ମାଓବାଦୀ ନିହତ । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାର ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର…
ମାଲକାନଗିରି : ୨ ହାର୍ଡକୋର ମାଓବାଦୀ ନିହତ । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାର ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର…
ନୂଆଦିଲ୍ଲୀ : ନୂଆଦିଲ୍ଲୀ ଅର୍ନ୍ତଜାତୀୟ ବିମାନବନ୍ଦରରୁ ସିଙ୍ଗାପୁରୁକୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ଫଳରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି । ବିମାନ କ୍ୟାବିନରେ ତାପମାତ୍ରା ସମସ୍ୟା କାରଣରୁ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦେଇଥିଲେ କ୍ୟାବିନ…
ମେକ୍ସିକୋ : ମେକ୍ସିକୋ ସିଟିରେ ବଡ଼ ଦୁର୍ଘଟଣା । ମେକ୍ସିକୋ ରାଜଧାନୀର ଦକ୍ଷିଣ ଭାଗ ରାଜପଥରେ ହଠାତ୍ ଏକ ଗ୍ୟାସ୍ ଟ୍ୟାଙ୍କର୍ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ ରୁ ଅଧିକ ଆହତ…
ମୁମ୍ବଇ: ଅନିଲ ଅମ୍ବାନୀଙ୍କ ସମସ୍ୟା ଥମିବାର ନାଁ ଧରୁନି। ପୂର୍ବରୁ ସିବିଆଇ ତାଙ୍କ ୟସ୍ ବ୍ୟାଙ୍କ ମାମଲାକୁ ବନ୍ଦ କରିବା ପାଇଁ ଆବେଦନକୁ ପ୍ରତ୍ୟାଖାନ କରିଥିଲା। ଆଉ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅନିଲ ଅମ୍ବାନୀ ଏବଂ ଆରକମ୍ ବିରୋଧରେ ନୂଆ ଅର୍ଥ…
ଛତିଶଗଡ଼: ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ଟଳିଲେ ୧୦ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ମାଓ କମାଣ୍ଡର ବାଳକ୍ରିଷ୍ଣା ଓରଫ ଭାଷ୍କର ଥିବା ସୂଚନା । ଭାଲୁଡିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ…
କାଠମାଣ୍ଡୁ : ନେପାଳରେ କେପି ଶର୍ମା ଓଲିଙ୍କ ଇସ୍ତଫା ଦେବା ପରେଏବେ ଅନ୍ତରୀଣ ସରକାରଙ୍କ ମୁଖ୍ୟଙ୍କ ନାମ ଉପରେ ଏକ ସହମତି ହୋଇଛି । ବାଲେନ ଶାହ ଏବଂ ପୂର୍ବତନ ମୁଖ୍ୟ ବିଚାରପତି ସୁଶୀଳା କାର୍କିଙ୍କ ପ୍ରତ୍ୟାହାର ପରେ, ନେପାଳର ଜେନ-ଜେଡ…
ନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ର ରାଜ୍ୟପାଳ…
ନୂଆଦିଲ୍ଲୀ : ନେପାଳରୁ ଫେରାର ହୋଇଥିବା କଏଦୀ ଏବେ ଭାରତ ପାଇଁ ବିପଦ ସାଜିଛନ୍ତି । ଭାରତରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରି ଭାରତ ସୀମାରେ ଫେରାର ହୋଇଥିବା ୩୫ କଏଦୀ ଅଟକ । ଭାରତ-ନେପାଳ ସୀମାରୁ ୩୫ କଏଦୀଙ୍କୁ ଧରିଛି…
ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ଆଜି ଆଉ ୫ଟି ବିମାନବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ଭାବରେ ଉଦଘାଟନ କରିଛନ୍ତି । ଫାଷ୍ଟ ଟ୍ରାକ୍ ଇମିଗ୍ରେସନ – ଟ୍ରଷ୍ଟେଡ୍ ଟ୍ରାଭେଲର୍ ପ୍ରୋଗ୍ରାମ୍ (FTI-TTP) ଭାରତୀୟ ନାଗରିକ ଏବଂ ଭାରତୀୟ ନାଗରିକତା…
ୟେମେନ: ବୁଧବାର ଦିନ ୟେମେନର ରାଜଧାନୀ ସାନାରେ ଇସ୍ରାଏଲୀ ସେନାର ବିମାନ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ଅତି କମରେ ୩୫ ଜଣ ହାଉତିଙ୍କ ମୃତ୍ୟୁ ଘଟିଥିବାବେଳେ ୧୩୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ଆକ୍ରମଣ…