September 2025

ସିଆଚିନରେ ହିମସ୍ଖଳନ, ୩ ଯବାନ ସହିଦ

ଲଦାଖ : ଲଦାଖ ସିଆଚିନରେ ହିମସ୍ଖଳନ । ହିମସ୍ଖଳନରେ ଭାରତୀୟ ସେନାର ୩ ଜଣ ଯବାନ ସହିଦ ହୋଇଛନ୍ତି । ଏହା ଦୁନିଆର ସବୁଠାରୁ ଉଚ୍ଚ ଯୁଦ୍ଧକ୍ଷେତ୍ର । ଏଠାରେ ସୈନିକ ୬୦ ଡିଗ୍ରୀ ଥଣ୍ଡା, ପବନ ଏବଂ ବରଫକୁ ସାମ୍ନା…

ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି

ନୂଆଦିଲ୍ଲୀ: ଚନ୍ଦ୍ରପୁରମ୍ ପୋନ୍ନୁସ୍ୱାମୀ ରାଧାକ୍ରିଷ୍ଣନ୍ ହେଲେ ନୂଆ ଉପ-ରାଷ୍ଟ୍ରପତି । INDIA ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ ହରାଇ ହେଲେ ବିଜୟ । ପ୍ରାୟ 98.2 ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 452 ପ୍ରଥମ ପସନ୍ଦ ଭୋଟ…

ହିମାଚଳ ବନ୍ୟାଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ; ବିପନ୍ନଙ୍କୁ ୧୫୦୦ କୋଟି ଟଙ୍କା ସହାୟତା ଘୋଷଣା

ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରରୁ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି । ହିମାଚଳ ପ୍ରଦେଶର ମଣ୍ଡି ଏବଂ କୁଲୁର ବିପର୍ଯ୍ୟୟରେ ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କରିଛନ୍ତି । ପ୍ରଧାନମନ୍ତ୍ରୀ…

ଆମେରିକାକୁ ଚୀନ୍ ରାଷ୍ଟ୍ରଦୂତଙ୍କ ବାର୍ତ୍ତା; ‘ଏକାଠି ଲଢିବେ ଭାରତ-ଚୀନ୍‌’,

ନୂଆଦିଲ୍ଲୀ: ଆମେରିକାର ଶୁଳ୍କ ଉତ୍ତେଜନା ଭିତରେ ଏବେ ନିକଟତର ହୋଇଛନ୍ତି ଚୀନ ଏବଂ ଭାରତ । ଚୀନ୍ ରାଷ୍ଟ୍ରଦୂତ ଜୁ ଫିହୋଙ୍ଗ ସିଧା ଆମେରିକାକୁ ବଡ ବାର୍ତ୍ତା ଦେଇଛନ୍ତି । କହିଛନ୍ତି ଯେ ଭାରତ ଏବଂ ଚୀନ୍‌ ମିଳିତ ଭାବରେ ଆମେରିକାର…

ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର

କାଠମାଣ୍ଡୁ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ…

ସର୍ପାଘାତରେ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ

ନବରଙ୍ଗପୁର: ଅନ୍ଧବିଶ୍ବାସର କରୁଣ ପରିଣତି । ସାପ କାମୁଡ଼ିବା ପରେ ମେଡିକାଲ ନଯାଇ ଗୁଣିଆ ପାଖକୁ ଗଲେ । ଆଉ ଅକାଳରେ ଚାଲିଗଲା ଭାଇ ଭଉଣୀଙ୍କ ଜୀବନ। ଚିକିତ୍ସାରେ ବିଳମ୍ବତା ଯୋଗୁଁ ଚାଲିଗଲା ୨ନୀରିହ ଜୀବନ । ନବରଙ୍ଗପୁର ଜିଲ୍ଲା ଉମରକୋଟ…

ପୁଣି ରାଜ୍ୟକୁ ଫେରିଲା ୨ ଶ୍ରମିକଙ୍କ ମରଶରୀର

ପାତ୍ରପୁର: ପିଛା ଛାଡ଼ୁନି ଦାଦନ ମୃତ୍ୟୁ। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକରେ ବାରମ୍ବାର ଦାଦନ ଶ୍ରମିକଙ୍କ ମୃତ୍ୟୁ ସାମ୍ନାକୁ ଆସୁଛି। ଗତ ରବିବାର ଏବଂ ସୋମବାର ଦୁଇ ଜଣ ଦାଦନ ଶ୍ରମିକଙ୍କ ମୃତଦେହ ବାହାର ରାଜ୍ୟରୁ ଆସି ପହଞ୍ଚିଥିବା ବେଳେ ପୁଣି…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ…

ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା: ବାଣୀବିହାର ବନ୍ଦ ଡ଼ାକରା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ କରିବା…

ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା କରିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍…