ପୁଣି ଆସୁଛି ଆଉ ଏକ ଲଘୁଚାପ, ଅକ୍ଟୋବର ୧ ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୩୦ ରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଅକ୍ଟୋବର ୧ରେ…

ଜଣଙ୍କ ପରେ ଜଣେ ଟଳୁଛନ୍ତି ଟପ୍ ମାଓ ନେତା

ଭୁବନେଶ୍ୱର : ଛତିଶଗଡ଼ରେ ଭୁଶୁଡ଼ୁଛି ମାଓଦୁର୍ଗ । ଜଣଙ୍କ ପରେ ଜଣେ ଟଳୁଛନ୍ତି ଟପ୍ ମାଓନେତା । ଆଉ ୩ ଜଣ କ୍ୟାଡର ମାଓବାଦୀ ନିହତ । ଛତିଶଗଡ଼ କାଙ୍କେର ଜିଲ୍ଲାରେ ଆଣ୍ଟି ନକ୍ସଲ ଅପରେସନ ବେଳେ ସଫଳତା । ଆଜି ସକାଳୁ…

ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବର୍ତ୍ତି ଗଲା ବଡ଼ ରେଳ ଦୁର୍ଘଟଣା

ସୋର : ବାହାନଗା ଭଳି ବଡ଼ ଦୁର୍ଘଟଣା ଘଟିଥାନ୍ତା । ଅଳ୍ପକେ ଟଳିଗଲା ଦୁର୍ଘଟଣା । ସୋର ଷ୍ଟେସନରେ ଘଟିଥାନ୍ତା ବାହାନଗା ଭଳି ଦୁର୍ଘଟଣା । ସୂଚନା ମୁତାବକ, ସୋର ରେଳ ଷ୍ଟେସନରେ ହାୱଡା-ଭୁବନେଶ୍ୱର ଜନ ଶତାବ୍ଦୀ ଏକ୍ସପ୍ରେସ ଗତ କାଲି ସଂଧ୍ୟା…

ରାସ୍ତା ଅବରୋଧ ହଟାଇବାକୁ ନେଇ ଯୁକ୍ତତର୍କ, ଆଇଆଇସିଙ୍କୁ ମାଡ଼ ଅଭିଯୋଗ

ସୋର : ଆଇଆଇସିଙ୍କୁ ମାଡ଼ ଅଭିଯୋଗ । ରାସ୍ତାରେ ଭାରତ ପାକିସ୍ତାନ କ୍ରିକେଟ ମ୍ୟାଚ ଦେଖୁଥିବାବେଳେ ବୃଦ୍ଧଙ୍କୁ ମାଡ ଦେଇ ଉଠାଇ ନେଲେ ଆଇଆଇସି । ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା । ବାଲେଶ୍ବର ସୋର କୋର୍ଟ ଛକ ଆଗରେ ଆଇଆଇସିଙ୍କୁ ମାଡ଼…

ଅକ୍ଟୋବର ୪ରେ ବିହାର ଗସ୍ତ କରିବେ ଇସି

ନୂଆଦିଲ୍ଲୀ : ଚଳିତବର୍ଷ ଶେଷଆଡକୁ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ସ୍ଥିତି ସମୀକ୍ଷା କରିବାକୁ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ନେତୃତ୍ବରେ ନିର୍ବାଚନ କମିଶନ (ଇସି) ଟିମ୍‌ ଅକ୍ଟୋବର ୪ରେ ବିହାର ଗସ୍ତ…

ବସ୍‌-କାର ଧକ୍କା: ୫ ଯାତ୍ରୀଙ୍କ ମୃତ୍ୟୁ

ଉତ୍ତରପ୍ରଦେଶର ଲଖିମପୁର ଖିରୀ ଜିଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଖିରୀ ଥାନା ଅନ୍ତର୍ଗତ ଓୟଲ ଛକ ନିକଟ ରାଜ୍ୟ ରାଜପଥରେ ଏକ ବସ ଏବଂ କାର  ମଧ୍ୟରେ ଧକ୍କା ହେବା ଫଳରେ…

ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୪ ମୃତ, ୪୦ ଆହତ

ରୁଷ ପକ୍ଷରୁ ୟୁକ୍ରେନ ଉପରେ ଶନିବାର ରାତି ସାରା ବଡ଼ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ୟୁକ୍ରେନ ରାଜଧାନୀ କିଭ୍‌କୁ ଟାର୍ଗେଟ କରି ଏହି ଆକ୍ରମଣ ହୋଇଛି। ଶେ​‌ଷ ଥର ପାଇଁ ଗତ ମାସରେ କିଭ୍…

ଛିନ୍ଦଖଡ଼କ ଜଙ୍ଗଲରେ ଗୁଳିବିନିମୟ, ୩ ମାଓବାଦୀ ନିହତ

ଓଡ଼ିଶା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲା ଅନ୍ତର୍ଗତ ଛନ୍ଦଖଡ଼କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁ​‌ଷ ଏବଂ ଜ​‌ଣେ…

ମୁନୀର ସେନାକୁ ମାଟିରେ ମିଶାଇଲା BLA, ୧୫ ରୁ ଅଧିକ ପାକ୍ ସେନାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବଲୁଚିସ୍ତାନ ଲିବରେସନ ଆର୍ମି (BLA) ଭୟଙ୍କର ଆକ୍ରମଣ । ୧୫ ଜଣ ପାକିସ୍ତାନ ସୈନିକଙ୍କୁ ହତ୍ୟା କରିଥିବା ଦାବି କରିଛି BLA ।  ଶନିବାର BLA ଦ୍ୱାରା ଜାରି ଏକ ବିବୃତ୍ତିରେ ଏହା କୁହାଯାଇଛି ଯେ ଖୁଜଦାର ଜିଲ୍ଲାର ଜେହରି…

ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବେ ଥାଲପତି ବିଜୟ

ତାମିଲନାଡୁ : ତାମିଲନାଡୁର କରୁର ଅଭିନେତା ତଥା ଟିଭିକେ ଦଳର ମୁଖ୍ୟ ବିଜୟଙ୍କ ରାଲିରେ ଘଟିଥିବା ଭୟଙ୍କର ଦଳାଚକଟା ଦେଶକୁ ଦୋହଲାଇ ଦେଇଛି । ଘଟଣାରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ବିଜୟ । ଏହାସହିତ ଆହତଙ୍କୁ…