କେନ୍ଦୁପତ୍ର ଉପରେ ଜିଏସ୍ଟି ୫ ପ୍ରତିଶତକୁ ହ୍ରାସ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ…
